www.samajalive.in
Monday, December 8, 2025
14.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଶ୍ରୀମନ୍ଦିରରେ ମକର ନୀତି, ମକର ଚୌରାସୀ ବେଶରେ ସଜ୍ଜିତ ହେବେ ମହାପ୍ରଭୁ

ମକର ସଂକ୍ରାନ୍ତି ପାଇଁ ଚଳଚଞ୍ଚଳ ପରିବେଶ, ଅଟ୍ରିର ହଟକେଶ୍ୱର ଦେବଙ୍କ ପୀଠରେ ଭକ୍ତଙ୍କ ଭିଡ

- Advertisement -

ମକର ସଂକ୍ରାନ୍ତିରେ ବି ମହାଝାମେଲା: କାଲି ରାତିରୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ, ସେବାୟତଙ୍କ ବିବାଦରୁ କାଲି ସନ୍ଧ୍ୟାରୁ ମକର ମଣ୍ଡପରେ ବସି ରହିଛନ୍ତି ମହାପ୍ରଭୁ, ନୀତି ବନ୍ଦକୁ ନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ପ୍ରବଳ ଅସନ୍ତୋଷ..

ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ..

ରାଜ୍ୟରେ ବରିଷ୍ଠ ନାଗରିକଙ୍କୁ ମିଳିବ ନିରନ୍ତର ଚିକିତ୍ସା ସୁବିଧା : ଦିଲ୍ଲୀରୁ ଫେରିବା ପରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ..

ମକର ସଂକ୍ରାନ୍ତି : ସୂର୍ଯ୍ୟ କଲେ ରାଶି ପରିବର୍ତ୍ତନ, ଜାଣନ୍ତୁ କେଉଁ ରାଶି ଉପରେ ପଡିବ କି ପ୍ରଭାବ..

ସବୁ ପଞ୍ଚାୟତରେ ଖୋଲିବ ଆୟୁଷ୍ମାନ୍ ଆରୋଗ୍ୟ ମନ୍ଦିର : ମୁଖ୍ୟମନ୍ତ୍ରୀ..

ଏଣିକି ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀଙ୍କୁ ମିଳିବ କ୍ଷୀର- ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ

ତାମିଲନାଡୁରେ ଯାତ୍ରୀବାହୀ ଟ୍ରେନ୍‌ର ୫ଟି ବଗି ଲାଇନଚ୍ୟୁତ

ଆଜିଠୁ କୁମ୍ଭୀର ଗଣନା, ୯ଦିନ ଯାଏଁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ..

୧୭ରୁ ରାଜ୍ୟରେ ବଢିବ ଶୀତ, ସ୍ଵାଭାବିକଠାରୁ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବା ସମ୍ଭାବନା, ୧୬ ତାରିଖ ଯାଏଁ ଘନ କୁହୁଡି ନେଇ ସତର୍କତା..

ଦେଖନ୍ତୁ ଭିଡିଓ ; ପୁଣି ଟ୍ରେନ୍‌ ଦୁର୍ଘଟଣା, ତାମିଲନାଡୁରେ ଯାତ୍ରୀବାହୀ ଟ୍ରେନ୍‌ର ୫ଟି ବଗି ଲାଇନଚ୍ୟୁତ

କଂସରାଜରେ ପଡିଲା ପୂର୍ଣ୍ଣଛେଦ: ମଞ୍ଚରୁ ପଡି ନିଧନ ହେଲେ କଂସ, ସରିଲା ବିଶ୍ଵପ୍ରସିଦ୍ଧ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା..

ଦେବଗଡ : ମକା ବିଲରେ ମହିଳାଙ୍କୁ କଚାଡି ମାରିଲା ଦନ୍ତା..

 

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories