www.samajalive.in
Monday, December 8, 2025
20.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ନୂଆଦିଲ୍ଲୀ : ସଂସଦର ସ୍ୱତନ୍ତ୍ର ଅଧିବେଶନ ଆରମ୍ଭ.. ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ..

ଭାରତର ପ୍ରତିଷ୍ଠା ସାରା ବିଶ୍ୱରେ ଉଚ୍ଚ ହୋଇ ପାରିଛି..

- Advertisement -

ପୁରୁଣା ସଂସଦ ଭବନ ଛାଡିବା ଅନୁଭବ ହୋଇ ରହିବ..

ଏହାର ଗୌରବ ସବୁଦିନ ପାଇଁ ସ୍ମରଣୀୟ ହୋଇ ରହିବ – ପ୍ରଧାନମନ୍ତ୍ରୀ

ବିଶିଷ୍ଟ ଲେଖିକା ତଥା ସାମ୍ବାଦିକା ଗୀତା ମେହେଟ୍ଟାଙ୍କ ଶେଷକୃତ୍ୟ ସମ୍ପନ୍ନ..

ଆସିକା : ବିଷାକ୍ତ ଖାଦ୍ୟ ଖାଇ ଗୋଟିଏ ପରିବାରର ୩ ମୃତ..

ନୂଆଦିଲ୍ଲୀ : ସଂସଦର ସ୍ୱତନ୍ତ୍ର ଅଧିବେଶନ ଆରମ୍ଭ.. ୫ ଦିନ ଧରି ଚାଲିବ..

ଆସନ୍ତାକାଲି ଗଣେଶ ପୂଜାରେ ନୂଆ ସଂସଦ ଭବନକୁ ସ୍ଥାନାନ୍ତର ହେବ..

ଆରମ୍ଭରୁ ଜି-୨୦ ସଫଳ ଆୟୋଜନ ନେଇ କହିଲେ ବାଚସ୍ପତି..

ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଆୟୋଜନ ସଫଳ ହୋଇ ପାରିଛି..

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories