www.samajalive.in
Saturday, December 6, 2025
15.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଆଜି ରହସ୍ୟମୟ ରତ୍ନଭଣ୍ଡାର ଖୋଜା, ASI ଓ ଶ୍ରୀମନ୍ଦିର ପ୍ରଶାସନର ୨୬ ଜଣିଆ ମିଳିତ ଟିମ୍ ହେବେ ସାମିଲ..

ଜଳେଶ୍ଵର: ରାଜଘାଟରେ ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ୧୦.୩୬ ମିଟର, ଏବେ ୧୧.୫୮ ମିଟର ପ୍ରବାହିତ, ପାଣିଘେରରେ ଭୋଗରାଇ, ବାଲିଆପାଳ ଓ ବସ୍ତ ବ୍ଲକର ଏକାଧିକ ଗାଁ, ୬ ଜିଲ୍ଲାପାଳଙ୍କୁ ଆଲର୍ଟ, ବାଲେଶ୍ୱରରେ ବନ୍ୟା ପରିସ୍ଥିତି..

- Advertisement -

ଜାମ୍ମୁ କାଶ୍ମୀର ବିଧାନସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ , ପ୍ରଥମ ପର୍ଯ୍ୟାୟରେ ୨୪ଟି ଆସନରେ ଭୋଟିଂ, ଧାରା ୩୭୦ ଉଚ୍ଛେଦ ପରେ ଜାମ୍ମୁ କାଶ୍ମୀରରେ ନିର୍ବାଚନ..

ସେନା ଅଧିକାରୀ ବାନ୍ଧବୀଙ୍କୁ ଥାନାରେ ର୍ଦୁବ୍ୟବହାର ମାମଲା:ଭରତପୁର ଆଇଆଇସିଙ୍କ ସମେତ ୩ ଜଣଙ୍କ ବଦଳି..

ଆଜି ବାଲେଶ୍ଵର ଜିଲ୍ଲାରେ ବନ୍ୟା ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ: ଆକାଶ ମାର୍ଗରୁ ବୁଲିଦେଖିବେ ବାଲିଆପାଳ ଏବଂ ଭୋଗରାଇ ବ୍ଲକର ଅବସ୍ଥା, ରିଅଲ ସର୍ଭେ କରିବା ପରେ ବନ୍ୟା ସ୍ଥିତିର ମୁକାବିଲା ନେଇ ପ୍ରଶାସନିକ ଅଧିକାରୀଙ୍କ ସହ କରିବେ ଆଲୋଚନା..

ଶୁକ୍ର କରିବେ ରାଶି ପରିବର୍ତ୍ତନ ; ଏହି ରାଶିଙ୍କୁ ଦେବେ ଧନ, ବଦଳିବ ଭାଗ୍ୟ..

ନବରଙ୍ଗପୁରରେ ଲଜ୍ଜା: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ, ସ୍କୁଲ ପଛରେ ଥିବା ବୁଦାମୂଳରୁ କ୍ଷତାକ୍ତ ମୃତଦେହ ଉଦ୍ଧାର ପରେ ବଢିଲା ସନ୍ଦେହ, ପୁଲିସ୍ ତଦନ୍ତ ଜାରି..

ଭରତପୁର ଥାନାରେ ମେଜରଙ୍କୁ ମାଡ ଘଟଣାରେ ୫ ପୁଲିସ୍ ନିଲମ୍ବିତ, ୫ ପୁଲିସ୍ କର୍ମଚାରୀଙ୍କ ବିରୋଧରେ ଡିଜିପିଙ୍କ କାର୍ଯ୍ୟାନୁଷ୍ଠାନ, ଭରତପୁର ଥାନାର ପୂର୍ବତନ ଆଇଆଇସି ଦୀନକୃଷ୍ଣ ମିଶ୍ର ସସପେଣ୍ଡ, ଏସଆଇ ବୈଶାଳିନୀ ପଣ୍ଡା, ଏଏସଆଇ ସଲିଳବୟୀ ସାହୁ ଓ ସାଗରିକା ରଥ ସସ୍‌ପେଣ୍ଡ, କନଷ୍ଟେବଳ ବଳରାମ ହାଁସଦା ମଧ୍ୟ ନିଲମ୍ବିତ..

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲା..

ରାଜଧାନୀର ପୁଲିସ ସେବା ଭବନ ଆଗରେ ଆନ୍ଦୋଳନ
କଡା କାର୍ଯ୍ୟାନୁଷ୍ଠାନ ଦାବିରେ ପୂର୍ବତନ ସେନା କର୍ମଚାରୀଙ୍କ ଆନ୍ଦୋଳନ
ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି..
ଘଟଣାକୁ ଦୁର୍ଭାଗ୍ୟଜନକ କହିବା ସହ ତୀବ୍ର ନିନ୍ଦା କରିଛନ୍ତି..

କୋଣାର୍କ ସୂର୍ଯ୍ୟମନ୍ଦିରରେ ୬ଜଣିଆ ଏଏସ୍‌‌ଆଇ ଟିମ୍‌‌..
ଏଡିଜି ଜାହ୍ନବୀ ଶର୍ମାଙ୍କ ନେତୃତ୍ୱରେ ଏଏସଆଇ ଟିମର ଅନୁଧ୍ୟାନ..
ମନ୍ଦିରର ସଂରକ୍ଷଣ ଓ ଗର୍ଭଗୃହରୁ ବାଲିକଢା ସ୍ଥିତି ନେଇ ଅନୁଧ୍ୟାନ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories