www.samajalive.in
Monday, December 8, 2025
13.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ..

୩ ଦିନ ହେଲାଣି ଉପାସରେ ମହାପ୍ରଭୁ ଲିଙ୍ଗରାଜ : ବଡୁ ସେବାୟତ ଏବଂ ବ୍ରାହ୍ମଣ ନିଯୋଗ ବିବାଦରୁ ସୋମବାର ସନ୍ଧ୍ୟାରୁ ବନ୍ଦ ରହିଛି ନୀତିକାନ୍ତି..

- Advertisement -

ଟ୍ରଷ୍ଟ ବୋର୍ଡ ବୈଠକ ଡାକି ସ୍ଥାୟୀ ସମାଧାନ ଦାବି କଲା ବ୍ରାହ୍ମଣ ନିଯୋଗ , ଲୋଡିଲେ ଆଇନମନ୍ତ୍ରୀଙ୍କ ହସ୍ତକ୍ଷେପ..

ଆସନ୍ତା ୧୭ରୁ ରାଜ୍ୟରେ ପୁଣି ବଢିବ ଶୀତ : ସ୍ଵାଭାବିକଠାରୁ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମିବ ତାପମାତ୍ରା , ୧୬ ତାରିଖ ଯାଏଁ ଘନ କୁହୁଡି ନେଇ ସତର୍କତା..

୧୮ ବର୍ଷ ପରେ ଏକାଠି ହେବେ ଶୁକ୍ର-ରାହୁ: ଏହି ୩ ରାଶିଙ୍କ ଉପରେ ହେବ ଧନ ବର୍ଷା, ବିବାହ,ଖୋଲିବ ବନ୍ଦ ଭାଗ୍ୟର ତାଲା..

ଆଜି ୭୭ତମ ଜାତୀୟ ସ୍ଥଳସେନା ଦିବସ : ପୁଣେରେ ସେନା ପକ୍ଷରୁ ଭବ୍ୟ ଆୟୋଜନ , ଆୟୋଜିତ ହେବ ସାମରିକ ପରେଡ୍ ଓ ପ୍ରଦର୍ଶନୀ , ଭାରତୀୟ ସେନାର ପରାକାଣ୍ଠା ଓ ପରାକ୍ରମକୁ ସମ୍ମାନ ଜଣାଇ ଜାନୁଆରୀ ୧୫କୁ ସେନା ଦିବସ ପାଳୁଛି ଦେଶ..

ଆଜି ଶ୍ରୀନଅରରେ ପାଳିତ ହେବ ପୁଷ୍ୟାଭିଷେକ ନୀତି, ଗଜପତି ମହାରାଜାଙ୍କ ହେବ ରାଜାଭିଷେକ..

ବୌଦ୍ଧ: ଦୁଇଟି ଏଟିଏମ୍ ତାଡି ଲକ୍ଷାଧିକ ଟଙ୍କା ଲୁଟି ନେଲେ ଦୁର୍ବୁତ୍ତ , ପୁଲିସର ଛାନଭିନ୍ ଜାରି..

ଆଜି ଏଚଏମପିଭିକୁ ନେଇ ସ୍ଵାସ୍ଥ୍ୟ ବିଭାଗର ସମୀକ୍ଷା ବୈଠକ..

ଜାଣନ୍ତୁ ଜିଓର ଏହି ଶସ୍ତା ରିଚାର୍ଜ ପ୍ଲାନ୍‌, ମାଗଣାରେ ମିଳିବ ୨୦ ଜିବି ଡାଟା ସହ ଅନ୍ୟାନ୍ୟ ସୁବିଧା..

ବିସ୍କୁଟ୍‌ ପ୍ୟାକେଟ୍‌ରୁ ମାରିଜୁଆନା: ପୁଣି ବିମାନବନ୍ଦରରୁ ୪ କୋଟି ଟଙ୍କାର ନିଶା ଦ୍ରବ୍ୟ ଜବତ..

ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ହେବା ପ୍ରସଙ୍ଗରେ ଆଇନମନ୍ତ୍ରୀଙ୍କ ପ୍ରତିକ୍ରିୟା : ଆଜି ବୈଠକରେ ନିଶ୍ଚିତ ନିର୍ଯ୍ୟାସ ବାହାରିବ , ଦୁଇ ଦିନ ହେଲା ଠାକୁରଙ୍କ ନୀତିକାନ୍ତି ବନ୍ଦ କରିବା ଅତି ଦୁର୍ଭାଗ୍ୟଜନକ..

ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ ଚାଲିବ ମକଦ୍ଦମା, ଅନୁମତି ଦେଲା କେନ୍ଦ୍ର ଗୃହ ମନ୍ତ୍ରାଳୟ..

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories