www.samajalive.in
Saturday, December 6, 2025
15.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଆଇସିସି ଦିନିକିଆ କ୍ରିକେଟ ବିଶ୍ବକପ : ଆଜି ପୁଣେରେ ଭାରତ ଓ ବାଂଲାଦେଶ ମୁକାବିଲା..

ଆଜି ରାଜ୍ୟ କ୍ୟାବିନେଟ୍ : ଆସିପାରେ ମେଟ୍ରୋ ଟ୍ରେନ୍ ଓ କ୍ୟାଡର ପୁନର୍ଗଠନ ଭଳି ୧୨ରୁ ଊର୍ଦ୍ଧ୍ବ ପ୍ରସ୍ତାବ..

- Advertisement -

କେନ୍ଦୁଝର : ପେଟ୍ରୋଲ ପମ୍ପ ନିକଟରୁ ୫ ରାଉଣ୍ଡ ଫାଙ୍କା ଗୁଳିଚାଳନା କରି ୫ ଲକ୍ଷ ଲୁଟିଲେ ଦୁର୍ବୃତ୍ତ..

ଦଶହରା ପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡାକଡି.. ୧୮୮ଟି ସ୍ଥାନରେ ହେବ ଦୁର୍ଗା ପୂଜା..

ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ପରେ ଇସ୍ରାଏଲରେ ପହଞ୍ଚିଛନ୍ତି ଋଷି ସୁନକ୍‌‌..

ଇସ୍ରାଏଲ୍‌‌ ପ୍ରଧାନମନ୍ତ୍ରୀ ନେତନ୍ୟାହୁଙ୍କୁ ଭେଟିବେ..

ଢେଙ୍କାନାଳ : କେନାଲରୁ ନିଖୋଜ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories