www.samajalive.in
Saturday, December 6, 2025
15.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ସୃଷ୍ଟିହେଲା ଲଘୁଚାପ..

କୋରାପୁଟ: ବିଦ୍ୟୁତ ଆଘାତରେ ମା’ ଓ ପୁଅ ମୃତ, ଲୁଗା ଶୁଖାଇବା ସମୟରେ ଲାଗିଲା ବିଦ୍ୟୁତ ଆଘାତ..

- Advertisement -

ଜୟପୁର ଅନ୍ତର୍ଗତ ଜୟନ୍ତଗିରି ଗାଁରେ ଘଟିଛି ଅଭାବନୀୟ ଘଟଣା..

ଜଳସେଚନ ବିଭାଗ ଅଧିକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ..

ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍..

ବାଲେଶ୍ବରର ୭ଟି ସ୍ଥାନରେ ଭିଜିଲାନ୍ସର ଏକକାଳୀନ ଚଢାଉ..

ବରିଷ୍ଠ ସାମ୍ବାଦିକ ଡ. ପ୍ରଦୀପ ମହାପାତ୍ରଙ୍କ ଦେହାନ୍ତ..

ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ସାମ୍ବାଦିକ ବିଭାଗର ପୂର୍ବତନ ଏଚଓଡି ପ୍ରଦୀପ ମହାପାତ୍ର..

୬୯ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ମେଡିକାଲରେ ଦେହାନ୍ତ..

୧୮ ବର୍ଷ ପରେ ସୂର୍ଯ୍ୟ-କେତୁ ହେବେ ଏକାଠି : ଏହି ରାଶିଙ୍କ ଚମକିବ ଭାଗ୍ୟ, ହଠାତ୍‌ ମିଳିବ ଧନ, ଚାକିରି..

ଦୀର୍ଘବର୍ଷ ଧରି ଛାତ୍ରଛାତ୍ରୀଙ୍କୁ ଶିକ୍ଷାଦାନ କରିଥିଲେ..

ଧର୍ମଗଡ: ଗୋଲାମୁଣ୍ଡା ବିଡ଼ିଓ ଅକ୍ଷମିତା କାର୍ତ୍ତିକ ଗିରଫ..

ଲାଞ୍ଚ ଟଙ୍କା ଜବତ ମାମଲାରେ ଗିରଫ କଲା ଭିଜିଲାନ୍ସ..

ବାଦଲ ଫଟା ବର୍ଷା ପରେ ହିମାଚଳ ପ୍ରଦେଶରେ ଭୂକମ୍ପ ଝଟକା..

କଟକ: ବାପା, ମାଆ ଓ ପୁଅକୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର..

ସିଡିଏ ମର୍କତନଗର ଥାନା ଅଞ୍ଚଳର ଏକ ଘରୁ ଉଦ୍ଧାର କରି ଏସସିବି ମେଡିକାଲରେ ଭର୍ତ୍ତି କଲା ପୁଲିସ..

ନିଟ୍‍ ପେପର ଲିକ୍‍ ମାମଲାରେ ସୁପ୍ରିମକୋର୍ଟରେ ଶୁଣାଣି..

ବଡ ଧରଣର ପେପର ଲିକ୍‍ ହୋଇନଥିବା କହିଛନ୍ତି ସୁପ୍ରିମକୋର୍ଟ..

କେବଳ ପାଟନା ଓ ହଜାରୀବାଗରେ ପେପର ଲିକ୍‍ ସୀମିତ..

ପୁନଃ ପରୀକ୍ଷା ଆବେଦନକୁ ଖାରଜ କଲେ ସର୍ବୋଚ୍ଚ ଅଦାଲତ..

ବାଦଲ ଫଟା ବର୍ଷା ପରେ ହିମାଚଳ ପ୍ରଦେଶରେ ଭୂକମ୍ପ ଝଟକା..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories