www.samajalive.in
Saturday, December 6, 2025
16.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ତାତିରୁ ତ୍ରାହି ଦେବ କାଳବୈଶାଖୀ, ମିଳିବ ଆଶ୍ୱସ୍ତି, ମେ ୫ ପରଠାରୁ ତାତି କମିବା ସମ୍ଭାବନା..

ଆଗାମୀ ୭ ଦିନ ଯାଏଁ ଘଡଘଡି ସହ ଝଡ ବର୍ଷା ସମ୍ଭାବନା..

- Advertisement -

ବଲାଙ୍ଗୀର ଟିଟିଲାଗଡରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ..ରାସ୍ତାର ଦୁଇ ପଟରେ ମୁଖ୍ୟମନ୍ତ୍ରୀଙ୍କୁ ବିପୁଳ ସମ୍ବର୍ଦ୍ଧନା..

ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ..

ତାତିରୁ ତ୍ରାହି ଦେବ କାଳବୈଶାଖୀ ; ଏହି ତାରିଖରୁ ଭିଜିବ,କମିବ ତାତି..

କଣ୍ଟାବାଞ୍ଜି ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ..

ଜାମ୍ମୁ କାଶ୍ମୀରର ସାମ୍ବା ସେକ୍ଟରରେ ଅନୁପ୍ରବେଶ ବେଳେ ଏନକାଉଣ୍ଟର: ବିଏସଏଫ୍ ଯବାନଙ୍କ ଗୁଳିରେ ଅନୁପ୍ରବେଶକାରୀ ନିହତ..

କଲବଲ କରୁଛି ତାତି: ଆଗାମୀ ୩ଦିନ ଯାଏଁ ଗ୍ରୀଷ୍ମକୋପରୁ ତ୍ରାହି ନାହିଁ ..

ଅକ୍ଷୟ ତୃତୀୟାରେ ସୁନା ନା ଚାନ୍ଦି : କ’ଣ କିଣିଲେ କି ଲାଭ ମିଳେ..

ସିଭିୟର ହିଟଓ୍ବେଭ୍ ନେଇ ଆଜି ୧୦ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ..

ସୁନ୍ଦରଗଡ ଜିଲ୍ଲା କେ ବଲାଙ୍ଗ ଥାନା ଗୌଡୁଣିପୋଷ ଗାଁ ପତଳା ସାହିରେ ଅଘଟଣ: ମାମୁକୁ ପଥରରେ ଛେଚି ବିଭତ୍ସ ଭାବରେ ହତ୍ୟା କଲା ଭଣଜା..

ଜଳେଶ୍ଵରରେ ଭାରସାମ୍ୟ ହରାଇ ଟ୍ରକକୁ ପିଟିଲା ବସ୍, ୩ ଆହତ..

ସାଢେ ୮ସୁଦ୍ଧା ୩୭ ଡିଗ୍ରୀ ଟପିଲା ତାତି: ୩୭.୨ ଡିଗ୍ରୀ ସହ ତାଳଚେର ସବୁଠୁ ଉତ୍ତପ୍ତ ସହର..

କେମିତି କଟିବ ଏହି ସପ୍ତାହ? ୪ ରାଶିର ସୁନାଭଳି ଚମକିବ ଭାଗ୍ୟ, ବ୍ୟବସାୟରେ ହେବ ଲାଭ..

ଆଜି ନାମାଙ୍କନ ଦାଖଲ କରିବେ ହେଭିୱେଟ ନେତା ; ସମ୍ବଲପୁରରେ ଧର୍ମେନ୍ଦ୍ର, ପୁରୀରେ ଅରୁପ ଏବଂ ଭୁବନେଶ୍ୱରରେ ଅପରାଜିତା..

କଟକ ଚାଉଳିଆଗଞ୍ଜ ଦୁର୍ଗା ମଣ୍ଡପ ନିକଟରେ ଦୁର୍ଘଟଣା: ଟ୍ରକ ଧକ୍କାରେ ସ୍ତ୍ରୀ ମୃତ, ବର୍ତ୍ତିଗଲେ ସ୍ଵାମୀ..

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories