www.samajalive.in
Sunday, December 7, 2025
26.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଜାନୁଆରୀ ଶେଷ ପର୍ଯ୍ୟନ୍ତ ହାଡଭଙ୍ଗା ଜାଡ,ଶୀତ ଲହରୀ ସମ୍ଭାବନା..

କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲା : ନିଯୁକ୍ତି ଉପରେ ହାଇକୋର୍ଟ ଲଗାଇଲେ ଅଙ୍କୁଶ..

- Advertisement -

ଚିଲିକାରେ ଡଲଫିନ୍ ଗଣନା ଆରମ୍ଭ: ବାଇନାକୁଲାର ଏବଂ ଜିପିଏସ୍ ଟ୍ରାକିଂ ଦ୍ବାରା ହେଉଛି ଗଣନା, ୧୮ଟି ଟିମ୍ ନିୟୋଜିତ..

ରାଜ୍ୟରେ କୋହଲା ପାଗ ସାଙ୍ଗକୁ ଘନ କୁହୁଡି : ଆଜି ପାଇଁ ୧୯ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ..

ପବିତ୍ର ଶାମ୍ବ ଦଶମୀ: ଘରେ ଘରେ ସୂର୍ଯ୍ୟ ଦେବତାଙ୍କ ପୂଜାର୍ଚ୍ଚନା, କୋଣାର୍କରୁ ବାହାରିବ ସୂର୍ଯ୍ୟ ରଥ..

ପୂର୍ବତନ ପୁଲିସ ଅଧିକାରୀ ତଥା ବ୍ରହ୍ମପୁର ଲୋକସଭା ଆସନର ପୂର୍ବତନ ବିଜେପି ସାଂସଦ ଅନାଦି ସାହୁଙ୍କ ପରଲୋକ..

ଟିଟିଲାଗଡ ତୁଷୁରା ଏନଏସି ଓ ଗୁଡଭେଲା ବ୍ଳକରେ ଚାଷୀ ସଂଗଠନ ଓ ତୁଷୁରା ୟୁଥ୍ ଆକ୍ସନ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ..

ବ୍ୟବସାୟୀ ଘନଶ୍ୟାମ ଡାଲମିଆଙ୍କ ଘରେ ଆଇଟି ରେଡ୍ ଜାରି..

ବାଲେଶ୍ୱର ଜିଲ୍ଲା ଜଳେଶ୍ଵରର ପୂର୍ବତନ ବିଧାୟକ ଜୟ ନାରାୟଣ ମହାନ୍ତିଙ୍କ ପରଲୋକ..

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories