www.samajalive.in
Friday, December 5, 2025
16.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

କଟକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ.. ଅନୁଗୁଳ ସଭାରୁ ଫେରି କଟକରେ ପହଞ୍ଚିଲେ..

ଦିନ ୧୧ଟା ସୁଦ୍ଧା ରାଜ୍ୟରେ ୨୧.୦୭ ପ୍ରତିଶତ ମତଦାନ..

- Advertisement -

ସୁନ୍ଦରଗଡ ଲୋକସଭା କ୍ଷେତ୍ରରେ ୨୨.୧୯ ପ୍ରତିଶତ..

ବରଗଡ ଲୋକସଭା କ୍ଷେତ୍ରରେ ୨୨.୯୫ପ୍ରତିଶତ..

ଆସିକା ଲୋକସଭାରେ ୨୧.୫୩ ପ୍ରତିଶତ..

ବଲାଙ୍ଗୀର ଲୋକସଭାରେ ୧୭.୯୦ ପ୍ରତିଶତ..

କନ୍ଧମାଳ ଲୋକସଭାରେ ୨୧.୧୯ ପ୍ରତିଶତ..

ସାରା ଦେଶରେ ଆଜି ପଞ୍ଚମ ପର୍ଯ୍ୟାୟ ମତଦାନ: ୪୯ ଲୋକସଭା ଆସନରେ ମତଦାନ ଆରମ୍ଭ..

ଏସି ସହ ଏହି ଭୁଲ୍ କରୁଥିଲେ ; ଦେବାକୁ ପଡିଥାଏ ମୋଟା ଅଙ୍କର ବିଜୁଳି ବିଲ୍..

ବଡ ଖବର: ହେଲିକପ୍ଟର ଦୁର୍ଘଟଣାରେ ଇରାନ ରାଷ୍ଟ୍ରପତି ଇବ୍ରାହିମ୍‌‌ ରଇସିଙ୍କ ମୃତ୍ୟୁ..

କାଲିଠୁ ନିଖୋଜ ଥିବା ହେଲିକପ୍ଟରକୁ ଠାବ କଲା ଇରାନ ସେନା..

ଦୁର୍ଘଟଣା ପରେ ହେଲିକପ୍ଟରଟି ସମ୍ପୂର୍ଣ୍ଣ ଜଳିଯାଇଥିବା ସୂଚନା..

ପୁରୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରୋଡ୍‌‌ ଶୋ..

ମରିଚିକୋଟ ଛକରୁ ଆରମ୍ଭ ହୋଇଥିଲା ରୋଡ୍‌‌ ଶୋ..

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories