www.samajalive.in
Saturday, December 6, 2025
26.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଆଜିଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ..

ବାୟୁ ସେନାର ସ୍ୱତନ୍ତ୍ର ବିମାନରେ ବାରିପଦାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ..

- Advertisement -

ବାରିପଦା : ସାନ୍ତାଳୀ ଲେଖକ ସମ୍ମିଳନୀରେ ଯୋଗ ଦେଲେ ରାଷ୍ଟ୍ରପତି..

ସହିଦ ସ୍ମୃତି ଭବନରେ ଆୟୋଜିତ ସମ୍ମିଳନୀରେ ଯୋଗ ଦେଲେ..

ବାରିପଦା ପୁଲିସ ପଡିଆରେ ପହଞ୍ଚିବା ପରେ ସେଠାରୁ ସମ୍ମିଳନୀକୁ ଗଲେ..

ମୟୂରଭଞ୍ଜ ଜିଲାରେ ୨୦ ଓ ୨୧ ତାରିଖ କାର୍ଯ୍ୟକ୍ରମ ଚୂଡାନ୍ତ ..

୨୧ ଓ ୨୨ରେ ସମ୍ବଲପୁରର ଦୁଇଟି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି..

ସାଲୁଗା ପ୍ରଧାନ ବିଜେଡି ଉପବାଚସ୍ପତି ପ୍ରାର୍ଥୀ..

ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବିଧାନସଭାରେ ସର୍ବଦଳୀୟ ବୈଠକ..

ଆଜି ନୂଆଦିଲ୍ଲୀରେ ଭାରତ ଓ ଅଷ୍ଟ୍ରେଲିଆ ମନ୍ତ୍ରୀସ୍ତରୀୟ ବୈଠକ..

ଏଥିରେ ପ୍ରତିରକ୍ଷା ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବ..

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories