www.samajalive.in
Saturday, December 6, 2025
19.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ପୁରୀ: ଶ୍ରୀମନ୍ଦିରରେ ଆଜି ୪ଘଣ୍ଟା ଦର୍ଶନ ବନ୍ଦ..

ରତ୍ନ ସିଂହାସନରେ ଦାରୁବ୍ରହ୍ମଙ୍କ ହେବ ବନକଲାଗି ନୀତି..

- Advertisement -

ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ..

୧୨ ଘଣ୍ଟିଆ ଭାରତ ବନ୍ଦ..

ବିଭିନ୍ନ ଦଳିତ ଓ ଆଦିବାସୀ ସଂଗଠନ ପକ୍ଷରୁ ୧୨ଘଣ୍ଟିଆ ଭାରତ ବନ୍ଦ ପାଳନ..

ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ବିରୋଧରେ ବନ୍ଦ ପାଳନ..

ବିଭିନ୍ନ ସ୍ଥାନରେ ସକାଳୁ ସକାଳୁ ପିକେଟିଂ ଓ ରାସ୍ତା ଅବରୋଧ..

ଆସନ୍ତା ଫେବୃଆରୀ ୧୫ତାରିଖରୁ ହେବ ଯୁକ୍ତ ଦୁଇ ପରୀକ୍ଷା..

୨୬ ଅଗଷ୍ଟରେ ମଙ୍ଗଳ କରିବେ ରାଶି ପରିବର୍ତ୍ତନ ; ଏହି ରାଶିଙ୍କ ରହିବନି ଚିନ୍ତା,ବଦଳାଇବେ ଭାଗ୍ୟ..

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା..

ଡିସେମ୍ବର ୨୬ରୁ ଜାନୁଆରୀ ୧୫ମଧ୍ୟରେ ପ୍ରାକ୍ଟିକାଲ ପରୀକ୍ଷା ଏବଂ ଇଣ୍ଟରନାଲ ପରୀକ୍ଷା..

ବଦଳିଛି ଯୁକ୍ତ ଦୁଇ ପ୍ରଶ୍ନପତ୍ର ଢାଞ୍ଚା, ଏଣିକି ୮୦ମାର୍କରୁ ୨୪ମାର୍କ ରଖିଲେ ପାସ୍‌‌..

ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ..

ମଦ ମୃତ୍ୟୁ ନେଇ ଗୃହରେ ବିଜେଡିର ହୋହାଲ୍ଲା, ଗୃହ ୪ଟା ଯାଏଁ ମୁଲତବୀ..

ସିମ୍‌‌ ବକ୍ସ ଜବତ ମାମଲାରେ ରାଜୁ ମଣ୍ଡଳର ପରିବାର ସଦସ୍ୟଙ୍କୁ ପଚରାଉଚରା..

ରାଜୁ ମଣ୍ଡଳ ନିଖୋଜ ନେଇ ପରିବାର ଲୋକେ ପଶ୍ଚିମବଙ୍ଗର ଏକ ଥାନାରେ ଏତଲା ଦେଇଛନ୍ତି..

ଗଞ୍ଜାମ ଚିକିଟି ବିଷାକ୍ତ ମଦ୍ୟପାନ ଘଟଣା..

ଘଟଣାରେ ଚିକିତ୍ସାଧିନ ଅବସ୍ଥାରେ ଜଣଙ୍କ ମୃତ୍ୟୁ..

ମୃତକଙ୍କ ପରିବାରକୁ ୨୦ଲକ୍ଷ ଟଙ୍କାର କ୍ଷତିପୂରଣ ଦାବି..

ଚିକିଟି ବଜାର ଉପରେ ମୃତଦେହ ରଖି ଜେନାପୁରବାସୀଙ୍କ ଧାରଣା..

ଜିଲାରେ ସମ୍ପୂର୍ଣ୍ଣ ମଦ ବନ୍ଦ କରିବାକୁ ଦାବି..

ଭିଡିଓରେ ଦେଖନ୍ତୁ; ବନ୍ଦେ ଭାରତ ଏକ୍ସପ୍ରେସରେ ଡାଲିରୁ ବାହାରିଲା ମଲା ଅସରପା..

 

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories