ରବିବାର ସକାଳ ଯାଏଁ ରାଜ୍ୟର ଅନେକ ସ୍ଥାନରେ ପାଗ ମେଘୁଆ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ..
ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଞ୍ଜାମ, ଗଜପତି, କେନ୍ଦ୍ରାପଡା, ରାୟଗଡା, କଳାହାଣ୍ଡି, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, ପୁରୀ,ବୌଦ୍ଧ, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ ଓ ଅନୁଗୁଳ ଜିଲାରେ ବର୍ଷା ସମ୍ଭାବନା..
୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧାରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି, ଏଠାରେ ସର୍ବାଧିକ ୭୫ ମିଲିମିଟର ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା..
ଜର୍ମାନୀ: ୭୦ ଜଣଙ୍କ ଉପରେ ମାଡ଼ିଗଲା କାର୍, ମାଗଡେବର୍ଗ ଖ୍ରୀଷ୍ଟମାସ ମାର୍କେଟଷର ଖ୍ରୀଷ୍ଟମାସ ପାଳନ ବେଳେ ଦୁର୍ଘଟଣା, ୨ ମୃତ ଓ ୬୫ ଆହତ..
ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ, ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି..
ଦୁଇ ଦିନିଆ କୁଏତ ଗସ୍ତରେ ଗଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗଲ୍ଫ ରାଷ୍ଟ୍ରକୁ ୪୩ ବର୍ଷ ଭିତରେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଏହା ପ୍ରଥମ ଗସ୍ତ, ସ୍ଵାଗତ ପାଇଁ ଜୋରଦାର ପ୍ରସ୍ତୁତି..
ନେପାଳରେ ଶନିବାର ସକାଳେ ଭୂମିକମ୍ପ ଝଟକା ଅନୁଭୂତ..



