www.samajalive.in
Sunday, December 7, 2025
23.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାଦାମପାହାଡ଼ ଷ୍ଟେସନରୁ ୩ଟି ନୂତନ ଟ୍ରେନର ସବୁଜ ପତାକା ଦେଖାଇ କଲେ ଶୁଭାରମ୍ଭ..

ସମାରୋହରେ ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ରଘୁବର ଦାସ ଉପସ୍ଥିତ..

- Advertisement -

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ..

ଆଜିଠାରୁ ରାଜ୍ୟ ବିଧାନସଭାର ୩୦ଦିନିଆ ଶୀତକାଳୀନ ଅଧିବେଶନ..

ଆସନ୍ତାକାଲି ସକାଳ ସାଢେ ୧୦ଟା ଯାଏଁ ଗୃହକୁ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ ..

ଡିପ୍‌‌ ଫେକ୍‌‌ ଭିଡିଓକୁ ନେଇ ଆଇଟି ମନ୍ତ୍ରାଳୟ ଡାକିଲା ବୈଠକ..

ଆସନ୍ତା ୨୪ ତାରିଖରେ ବୈଠକ ଡାକିଲା..

ସବୁ ସୋସିଆଲ ମିଡିଆ ପ୍ଲାଟଫର୍ମ ସହ ବସିବ ବୈଠକ..

ଡିପ୍‌‌ ଫେକ୍‌‌କୁ ନେଇ କିଛି ଦିନ ପୂର୍ବେ ଚିନ୍ତା ପ୍ରକଟ କରିଥିଲେ ପ୍ରଧାନମନ୍ତ୍ରୀ..

ଉପକୂଳ ଓଡିଶାରେ କୋହଲା ପାଗକୁ ହାଲୁକା ବର୍ଷା..

ପୁରୀ,ଜଗତସିଂହପୁର ଏବଂ ଗଞ୍ଜାମରେ ହାଲୁକା ବର୍ଷା..

ଆସନ୍ତା ୩୬ ଘଣ୍ଟା ଯାଏଁ ଏଭଳି ପାଗ ଲାଗି ରହିବ..

ଯାଜପୁର : ଅଟୋକୁ ପଛରୁ ଧକ୍କା ଦେଲା ଟ୍ରକ.. ଚାଲିଗଲା ୨ ଜଣଙ୍କ ଜୀବନ..

ଜି..ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ହେଲେ ବିଧାନସଭା ନୂଆ ଉପବାଚସ୍ପତି..

ରାଷ୍ଟ୍ରପତି ଆଜି ମା’ ସମଲେଶ୍ବରୀ ମନ୍ଦିରରେ ଦର୍ଶନ କରିବାର ରହିଛି କାର୍ଯ୍ୟକ୍ରମ ..

ଅପରାହ୍ଣ ୨:୦୦ ଟା ରୁ ସନ୍ଧ୍ୟା ୬:୩୦ ପର୍ୟ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ..

ଆଜି ଅପରାହ୍ଣରେ ରାଷ୍ଟ୍ରପତି ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟର ପଞ୍ଚଦଶ ସମାବର୍ତ୍ତନ ଉତ୍ସବକୁ ସମ୍ବୋଧନ କରିବେ..

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories