www.samajalive.in
Sunday, December 7, 2025
26.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଜନ୍ମମାଟି ଅଭିମୁଖେ ସହିଦ ଦେବାଶିଷଙ୍କ ପାର୍ଥିବ ଶରୀର..

ଭୁବନେଶ୍ବର ବିମାନବନ୍ଦରରେ ସହିଦ ଦେବାଶିଷଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ..

- Advertisement -

ଦେବାଶିଷଙ୍କ ପତ୍ନୀ ସୁଶ୍ରୀ ସଙ୍ଗୀତା ଦେଲେ ଶ୍ରଦ୍ଧାଞ୍ଜଳି..

ବିମାନବନ୍ଦରରେ ପୁଷ୍ପମାଲ୍ୟ ଦେଇ ସହିଦ ଦେବାଶିଷଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍..

ପୁଷ୍ପଗୁଚ୍ଛ ଦେଇ ବିଭିନ୍ନ ସେନାଧିକାରୀ ଓ ରାଜନେତାଙ୍କ ଶ୍ରଦ୍ଧାଞ୍ଜଳି ଅର୍ପଣ..

ସମ୍ବଲପୁରରେ ଆଜି ସନ୍ଧ୍ୟା ସୁଦ୍ଧା ମିଳିବ ମୋବାଇଲ ଇଣ୍ଟରନେଟ୍ ସେବା : ଜିଲ୍ଲାପାଳ..

ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା : ଦେଶରେ ଗତ ୨୪ ଘଣ୍ଟାରେ ଦିନକରେ ୧୨,୧୯୩ କରୋନା ସଂକ୍ରମିତ ଚିହ୍ନଟ ..

ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୭ ହଜାର ୫୫୬..

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories