www.samajalive.in
Saturday, December 6, 2025
14.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ସକାଳୁ ଅସହ୍ୟ ତାତି: ସାଢେ ୮ଟା ସୁଦ୍ଧା ଭଦ୍ରକ ସବୁଠୁ ଉତ୍ତପ୍ତ ସହର..

ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ଆଡାପଡା ଗାଁରେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବାପା ମୃତ, ପୁଅ ଗୁରୁତର..

- Advertisement -

ରାଜ୍ୟରେ ଜୋରଦାର ପ୍ରଚାର କରିବ କଂଗ୍ରେସ..

ପ୍ରଚାର ପାଇଁ ଓଡ଼ିଶା ଆସିବେ ରାହୁଲ, ପ୍ରିୟଙ୍କା ଖଡଗେ..

ରାହୁଲ ଗାନ୍ଧୀ ୨ଥର ଓଡ଼ିଶା ଆସି କରିବେ ପ୍ରଚାର..

ଭୁବନେଶ୍ୱର: ନକଲି ପୁଲିସକୁ ଧରିଲା ଅସଲି ପୁଲିସ..

ରାଜ୍ୟ ବିଜେପିର ସଂକଳ୍ପ ପତ୍ର ଜାରି

ପୁଲିସ ପୋଷାକ ପିନ୍ଧି ବିଭିନ୍ନ ଅପରାଧିକ ମାମଲାରେ ଥିଲା ଗ୍ୟାଙ୍ଗ..

କଟକ ଓ ଭୁବନେଶ୍ୱରରେ କରୁଥିଲେ ଲୁଟ..

ଏଲଏଲବି ଷଷ୍ଠ ସେମିଷ୍ଟାର ପରୀକ୍ଷା ବାତିଲ: ସିଲାବସ୍ ବାହାରୁ ପ୍ରଶ୍ନ ଆସିଥିବା ଅଭିଯୋଗ..

ରାଜ୍ୟ ବିଜେପିର ମୋଦୀଙ୍କ ଗ୍ୟାରେଣ୍ଟି-୨୦୨୪ ସଂକଳ୍ପ ପତ୍ର ଲୋକାର୍ପିତ..

ଓଡ଼ିଶା ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ କଲା ସିପିଆଇ..

୧ ଲୋକସଭା ସିଟ୍‌‌ ଓ ୧୧ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା..

ଭୁବନେଶ୍ୱର : ବିଜେପିରେ ସାମିଲ ହେଲେ ଗୀତାଞ୍ଜଳି ସେଠୀ..

କେନ୍ଦ୍ରାପଡା ଜିଲା ପରିଷଦ ସଭାପତି ଗୀତାଞ୍ଜଳି ସେଠୀ,କିଛି ସମୟ ତଳେ ବିଜେଡିରୁ ଇସ୍ତଫା ଦେଇଥିଲେ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories