www.samajalive.in
Monday, December 15, 2025
26.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ପୁରୀ : ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ..

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୈଠକ..

- Advertisement -

ଅବଢା ଯୋଜନାରେ ଚାଲିଥିବା ବିଭିନ୍ନ ପ୍ରକଳ୍ପ ଅଗ୍ରଗତିର ହେବ ସମୀକ୍ଷା..

ଭୁବନେଶ୍ୱର : ଖଣ୍ଡଗିରି ବାରିରେ ମଦା ପଲେଇଙ୍କୁ ଗଳାକାଟି ହତ୍ୟା ଘଟଣା..

ବୋହୂକୁ ଗିରଫ କଲା ଭରତପୁର ପୁଲିସ..

ଆସନ୍ତାକାଲି ଶ୍ରାବଣ-ଶୁକ୍ଳ ସପ୍ତମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି..

ଆପାତତଃ ସନ୍ଧ୍ୟା ଘ. ୬.୦୦ ଟିକା ରୁ ରାତ୍ର ଘ. ୧୦.୦୦ ଟିକା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ..

କାଲି ଠାରୁ ପୁଣି ବର୍ଷିବ ..

୨୫ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ..

ବିଗୁଡୁଛି ଡେଙ୍ଗୁ ସ୍ଥିତି..

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories