www.samajalive.in
Monday, December 8, 2025
16.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଆଜି ଶ୍ରାବଣର ପ୍ରଥମ ସୋମବାର ; ଜଳାଭିଷେକ ପାଇଁ ପ୍ରତି ଶୈବପୀଠରେ କାଉଡିଆଙ୍କ ଭିଡ..

ଆଜିଠାରୁ ସଂସଦର ବଜେଟ ଅଧିବେଶନ : ୨୦୨୩-୨୪ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟ ହେବ ଉପସ୍ଥାପିତ, ଆସନ୍ତାକାଲି ବଜେଟ ଆଗତ କରିବେ ଅର୍ଥମନ୍ତ୍ରୀ..

- Advertisement -

ନୂଆଦିଲ୍ଲୀ: ସଂସଦର ମୌସୁମୀ ଅଧିବେଶନ ଆରମ୍ଭ, ଅଭିଭାଷଣ ଦେଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ..

ଭୁବନେଶ୍ଵର: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ, ରାଜ୍ୟପାଳ ରଘୁବର ଦାସଙ୍କ ଅଭିଭାଷଣରୁ ଆରମ୍ଭ ହେଲା ଅଧିବେଶନ..

ଯନ୍ତ୍ରଣାରେ ଛଟପଟ୍‌ ହୋଇ ବଞ୍ଚାଅ, ବଞ୍ଚାଅ କହିଲେ ଡେଲିଭରି ବଏ, ହୋସ୍‌ ଉଡାଇବ କାରଣ..

ରାଜ୍ୟପାଳଙ୍କ ଅଭିଭାଷଣକୁ ବର୍ଜନ କଲେ ବିରୋଧୀ, ଗୃହତ୍ୟାଗ କଲେ ବିଜେଡି ଓ କଂଗ୍ରେସ..

ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ନାଟକୀୟ ମୋଡ..

ଦ୍ଵିତୀୟଥର ନିର୍ବାଚନ ଲଢିବେନି ଜୋ ବାଇଡେନ୍

ଚିଠି ଲେଖି କଲେ ଘୋଷଣା, କହିଲେ ଦେଶ ଓ ଦଳର ହିତ ପାଇଁ ନେଇଛି ନିଷ୍ପତ୍ତି..

କମଳା ହାରିସ୍ ଙ୍କୁ ପ୍ରାର୍ଥୀ କରିବାକୁ ପ୍ରସ୍ତାବ..

ଆଜିଠୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା : ୮୩ଟି ପରୀକ୍ଷା କେନ୍ଦ୍ର ରେ ପରୀକ୍ଷା ଦେବେ ୯୭୨ ପରୀକ୍ଷାର୍ଥୀ..

ଲଘୁଚାପ ପ୍ରଭାବରେ ରାଜ୍ୟରେ ଆହୁରି ୩ ଦିନ ବର୍ଷା ସମ୍ଭାବନା..

ଏବେ ଉତ୍ତର ଓ ଦକ୍ଷିଣ ଓଡିଶାରେ ଅଧିକ ବର୍ଷିବ..

ଆଜି ପାଇଁ ୧୦ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ସତର୍କତା ଜାରି..

ଲଗାଣ ବର୍ଷାରେ ମାଲକାନଗିରି ଓ କୋରାପୁଟରେ ବନ୍ୟା ପରିସ୍ଥିତି..

ଜମ୍ମୁ-କାଶ୍ମୀର ରଜୌରୀ ସେନା କ୍ୟାମ୍ପ ଉପରେ ବଡଧରଣର ଆତଙ୍କୀ ଆକ୍ରମଣ..

ସୁରକ୍ଷାକର୍ମୀଙ୍କ ସତର୍କତା ବଡ ଆକ୍ରମଣ ଉଦ୍ୟମ ବିଫଳ..

ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି , ଆତଙ୍କୀଙ୍କ ଆକ୍ରମଣରେ କିଛି ଯବାନ ଆହତ ହୋଇଥିବା ସୂଚନା..

ଶ୍ରାବଣ ପ୍ରଥମ ସୋମବାରରେ ଅଘଟଣ: ଯାଜପୁରରେ କାଉଡିଆଙ୍କୁ ନେଇ ଯାଉଥିବା ବସ୍ ଦୁର୍ଘଟଣାଗ୍ରସ୍ତ, ୧୭ ଆହତ..

ରାଷ୍ଟ୍ରପତି ନିର୍ବାଚନ ପଦରୁ ବାଇଡେନ ଓହରିବା ପରେ ବର୍ଷିଲେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ..

ରାଷ୍ଟ୍ରପତି ପଦ ପାଇଁ ବାଇଡେନ ଯୋଗ୍ୟ ନଥିଲେ ବୋଲି କହିଲେ ଟ୍ରମ୍ପ..

କଂଗ୍ରେସ ବିଧାୟକ ଦଳ ବୈଠକ ଆରମ୍ଭ..

ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମଙ୍କ ଅଧ୍ୟକ୍ଷତାରେ ବୈଠକ..

ବୈଠକରେ ଅନୁପସ୍ଥିତ ଅଛନ୍ତି ଦୁଇ ବିଧାୟକ..

ଶ୍ରାବଣ ମାସ: ରାଶି ଅନୁଯାୟୀ ଅର୍ପଣ କରନ୍ତୁ ବାସ୍‌ ଏହି ଜିନିଷ, ଚମକିବ ଭାଗ୍ୟ..

 

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories