www.samajalive.in
Sunday, December 7, 2025
26.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ରାଜ୍ୟ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ, ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଶପଥ ଗ୍ରହଣ ସମାରୋହ ..

ପ୍ରଥମେ ଶପଥ ନେଲେ ବିକ୍ରମ କେଶରୀ ଆରୁଖ..

- Advertisement -

ପଦ ଓ ଗୋପନୀୟତାର ଶପଥ ନେଲେ ସୁଦାମ ମାରାଣ୍ଡି..

ତୃତୀୟ ମନ୍ତ୍ରୀ ଭାବେ ଶପଥ ନେଲେ ସାରଦା ପ୍ରସାଦ ନାୟକ, ସମସ୍ତଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ ପ୍ରପେସର ଗଣେଶୀ ଲାଲ..

ଶପଥ ଗ୍ରହଣ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ..

ଆଇପିଏଲ୍‌ କ୍ରିକେଟ, ସନ୍‌ରାଇଜର୍ସ ହାଇଦରାବାଦ ବିପକ୍ଷରେ ୮ ୱିକେଟରେ ସହଜ ବିଜୟ ହାସଲକରି ପ୍ଲେଅଫ୍‌ରେ ମୁମ୍ବଇ..

ରାଷ୍ଟ୍ରପତିଙ୍କ ବାରିପଦା ଗସ୍ତ ବେଳେ ବିଦ୍ୟୁତ ବିଭ୍ରାଟ ପ୍ରତିବାଦରେ ବିଜେପି ପକ୍ଷରୁ ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ଡାକରା..

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories