ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଆଜି ଅଧିବେଶନର ପ୍ରଥମ ଦିନରେ ଗୃହରେ ୨୦୨୩-୨୪ ବର୍ଷ ପାଇଁ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବେ..
ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ପ୍ରଥମ ମ୍ୟାଚ ଆଜି ମୋହାଲିରେ ଖେଳାଯିବ..
ପ୍ରମିଳା ମଲ୍ଲିକ ହେଲେ ପ୍ରଥମ ମହିଳା ବାଚସ୍ପତି..
ଅପରାହ୍ଣ ୫ଟା ଯାଏଁ ଗୃହକୁ ମୁଲତବି ଘୋଷଣା କଲେ ବାଚସ୍ପତି..
ହୀରାକୁଦର ୧୬ଟି ଗେଟ୍ ଦେଇ ଜାରି ରହିଛି ଜଳ ନିଷ୍କାସନ..
ସୁନ୍ଦରଗଡରେ ଆଉ ୫ ସ୍କ୍ରବ୍ ଟାଇଫସ୍ ପଜିଟିଭ ଚିହ୍ନଟ..
ଏନେଇ ସୂଚନା ଦେଲେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ..



