www.samajalive.in
Sunday, December 7, 2025
23.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ରୁଷ ରାଜଧାନୀ ମସ୍କୋରେ ଆତଙ୍କୀ ହମଲା:

ମସ୍କୋର ଏକ କନସର୍ଟ ହଲରେ ଆଖିବୁଜା ଗୁଳିମାଡ, ୬୦ ମୃତ, ୧୪୫ରୁ ଅଧିକ ଗୁରୁତର..

- Advertisement -

କଟକ ଏସସିବିରେ ଚିକିତ୍ସାଧୀନ ବନ୍ଦୀଙ୍କ ମୃତ୍ୟୁ..

ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଶନିବାରଠାରୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଇଡିର ପଚରାଉଚରା..

ହୀରାକୁଦରେ ବ୍ୟାପିଲା ଡାଇରିଆ: ଜଣେ ମୃତ, ୪୯ ଆକ୍ରାନ୍ତ..

ଅମୃତ ଋତୁରାଜ ଢେଙ୍କାନାଳର ନୂଆ ଜିଲ୍ଲାପାଳ..

ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ..

ଅନୁପମା ଜେମ୍ସ ହେଲେ ଦେବଗଡ ଏସପି..

ଏଲ ବିଦ୍ୟା ହେଲେ କଟକ ଗ୍ରାମାଞ୍ଚଳ ଏସପି..

ଉଭୟଙ୍କ ନିଯୁକ୍ତି ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ..

ଆଜିଠାରୁ ଦାୟିତ୍ୱ ଗ୍ରହଣ କରିବାକୁ ନିର୍ଦ୍ଦେଶ..

ମୋହନାରେ ମହୁମାଛି ଆକ୍ରମଣରେ ୧୪ ଆହତ..

ଜୟପୁରରେ ବ୍ରିଜ୍ ତଳୁ ଦୁର୍ଘଟଣାଗ୍ରସ୍ତ କାର୍ ଜବତ..

କାରରେ କେହି ନଥିବାବେଳେ ଗାଡିରୁ ୪ଟି ନମ୍ବର ପ୍ଲେଟ୍ ଓ ଦୁଇ କ୍ବିଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ..

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories