www.samajalive.in
Friday, December 5, 2025
26.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଭୁବନେଶ୍ୱର : ରାଜଭବନ ଅଭିମୁଖେ ବାହାରିଲେ ବିଜେପି ବିଧାୟକ..

ଗୃହ ମୁଲତବି ପରେ ରାଜଭବନ ଅଭିମୁଖେ ବିଜେପି ବିଧାୟକ..

- Advertisement -

ରାଜ୍ୟପାଳଙ୍କୁ ଭେଟିବାକୁ ବାହାରିଲେ ବିଜେପି ବିଧାୟକ..

ବିଜେବି କଲେଜ କ୍ୟାମ୍ପସରେ ଛାତ୍ର ଉତ୍ତେଜନା..

କଲେଜ ଗେଟ୍‌‌ରେ ତାଲା ପକାଇ ରାଜପଥ ଅବରୋଧ..

ପ୍ରସିଦ୍ଧ ଶୈବପୀଠ ପ୍ରଭୁ ଧବଳେଶ୍ବରଙ୍କ ବଡଓଷା ଏବଂ ପଞ୍ଚକ ଆଜିଠାରୁ ଆରମ୍ଭ ହେଉଛି..

ପୀଠରେ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା..

ଶ୍ରୀମନ୍ଦିରରେ ଆଜିଠାରୁ ପଞ୍ଚୁକ ବ୍ରତ..

ରତ୍ନ ସିଂହାସନ ଉପରେ ଦାରୁବ୍ରହ୍ମଙ୍କୁ ଏହି ପାଞ୍ଚଦିନ ଆକର୍ଷଣୀୟ ବେଶ କରାଯିବ..

ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ ଆଜି ବିଶାଖାପାଟଣାରେ..

ଆଜି ବିଧାନସଭାରେ ଶୀତ ଅଧିବେଶନର ତୃତୀୟ ଦିନ..

ଅପରାହ୍ଣ ୪ଟା ଯାଏଁ ଗୃହ ମୁଲତବୀ..

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories