www.samajalive.in
Sunday, December 14, 2025
26.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଘନ କୁହୁଡି, ଭୁବନେଶ୍ବର ଓ ପୁରୀର ବିଭିନ୍ନ ସ୍ଥାନରେ ଘନ କୁହୁଡି ଯୋଗୁଁ ଯାତାୟତ ବାଧାପ୍ରାପ୍ତ..

ରାସ୍ତା କଡକୁ ଓଲଟିଲା ପିକନିକ୍ ବସ୍, ୨ ଆହତ, କଟକ- ସମ୍ବଲପୁର ରାସ୍ତା ଦ୍ବାରବତୀପୁର ଗାଁ ନିକଟରେ ଏକ ପିକନିକ୍ ବସ୍ ରାସ୍ତା କଡକୁ ଓଲଟି ପଡିବାରୁ ୨ ଜଣ ଆହତ ହୋଇଛନ୍ତି..

- Advertisement -

ଘଟଗାଁ ମା’ ତାରିଣୀଙ୍କ ଦର୍ଶନ ସାରି ଫେରୁଥିବାବେଳେ ଦୁର୍ଘଟଣା..

୨ ଆହତଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଛି..

ରାଜଧାନୀ ଭୁବନେଶ୍ବରରେ ଏଟିଏମ୍ ତାଡି ନେଇଛନ୍ତି ଦୁର୍ବୃତ୍ତ..

ଆଉ ମାତ୍ର ଅଳ୍ପ ଦିନ; ସୂର୍ଯ୍ୟ-ଶନି ହେବେ ଏକାଠି, ଫେବୃଆରୀରେ ଦୁର୍ଲ୍ଲଭ ଯୋଗ ,ଏହି ୪ ରାଶି ହେବେ ଭାଗ୍ୟବାନ୍‌

ଏୟାରଫିଲ୍ଡ ଥାନା ଶ୍ରୀରାମପୁର ସ୍ଥିତ ଏସବିଆଇ ଏଟିଏମକୁ ଦୁର୍ବୃତ୍ତ ତାଡି ନେଇଛନ୍ତି..

ଏଟିଏମରେ କେତେ ଟଙ୍କା ଥିଲା ତାହା ଜଣାପଡିନି
ଘଟଣାସ୍ଥଳରେ ପୁଲିସ ପହଞ୍ଚି ଛାନଭିନ୍ କରୁଛି..

ପତ୍ନୀଙ୍କଠାରୁ ଅଲଗା ହେବେ ବିରେନ୍ଦ୍ର ସେହୱାଗ!

ଅତିରିକ୍ତ ଏସପିଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ ; ଏସ୍‌ପି ଓ ତାଙ୍କ ପତ୍ନୀଙ୍କ ସହ ୪ ଆହତ..

ଦେଖନ୍ତୁ ଭିଡିଓ ; ଘର ଭିତରକୁ କେମିତି ପ୍ରବେଶ କଲା ବିଶାଳକାୟ ଅଜଗର

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories