www.samajalive.in
Saturday, December 6, 2025
26.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ବିଜୁ ଜନତା ଦଳ (ବିଜେଡି)କୁ ୨୬ ବର୍ଷ ପୂରଣ ହୋଇଛି..

୨୭ ବର୍ଷରେ ପଦାର୍ପଣ କରିଛି ଦଳ..

- Advertisement -

ଭୁବନେଶ୍ୱର : ରାଜ୍ୟରେ କମିଛି ଶୀତ..

୧୦ ଡିଗ୍ରୀ ତଳେ ୩ ସହରର ରାତି ତାପମାତ୍ରା ରେକର୍ଡ..

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ..

ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩କୁ ବୃଦ୍ଧି..

ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ; ଶ୍ରୀକ୍ଷେତ୍ରରୁ ପ୍ରଭୁ ଲିଙ୍ଗରାଜଙ୍କୁ ନିମନ୍ତ୍ରଣ

ଯାଜପୁର : ନକଲି ଡାକ୍ତରଙ୍କୁ ଧରି ଅଟକ ରଖିଲେ ଗ୍ରାମବାସୀ..

କୋରେଇ ପାଟରଙ୍ଗ ଗାଁରେ ନକଲି ଡାକ୍ତରଙ୍କୁ ଅଟକ ରଖିଲେ..

ଭୁବନେଶ୍ୱର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ.. ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପତ୍ର ଦେଇ ନିମନ୍ତ୍ରଣ କଲେ ସେବାୟତ..

ରାୟଗଡା : ରାସ୍ତା ନଥିବାରୁ ପହଞ୍ଚିଲାନି ଆମ୍ବୁଲାନ୍ସ.. ନବଜାତ ମୃତ..

ପିପଲପଦର ପଞ୍ଚାୟତ ବାଘମାରୀ ଗାଁରେ ଅଭାବନୀୟ ଘଟଣା..

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories