www.samajalive.in
Tuesday, December 9, 2025
17.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଦିଗପହଣ୍ଡି ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ..

ଶୋକ ସନ୍ତପ୍ତ ପରିବାରଙ୍କୁ ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ..

- Advertisement -

ଦିଗପହଣ୍ଡି ଦୁର୍ଘଟଣାର ମୃତକଙ୍କ ଲାଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ଘୋଷଣା..

ପ୍ରତି ମୃତକଙ୍କ ସଂପର୍କୀୟଙ୍କୁ ୩ ଲକ୍ଷ ଲେଖାଏଁ ସହାୟତା ଓ ଆହତଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ..

ନୂଆଦିଲ୍ଲୀ : ଗଞ୍ଜାମ ଦିଗପହଣ୍ଡି ଦୁର୍ଘଟଣାରେ ଗଭୀର ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ..

ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କଲେ..

ଆହତଙ୍କ ପାଇଁ ୫୦ ହଜାର ଟଙ୍କା..

ଦୁର୍ଘଟଣାରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗଭୀର ଶୋକ ପ୍ରକାଶ କରିଛନ୍ତି..

ଭୁବନେଶ୍ୱର : ସକ୍ରିୟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜି ମଧ୍ୟ ବର୍ଷା..

ପଶ୍ଚିମ ତଥା କିଛି ଆଭ୍ୟନ୍ତରୀଣ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା..

ଉତ୍ତର ଓଡିଶା ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ..

ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ମର୍ମନ୍ତୁଦ ଦୁର୍ଘଟଣା.. ୧୨ ଜଣଙ୍କର ମୃତ୍ୟୁ ..

ଓଏସଆରଟିସି ବସ ଓ ଘରୋଇ ବସ ମଧ୍ୟରେ ମୁହାଁମୁହିଁ ଧକ୍କା.. ୮ ଆହତ..

ଆହତଙ୍କୁ ଉଦ୍ଧାର କଲା ଅଗ୍ନିଶମ ବାହିନୀ, ସମସ୍ତ ଆହତ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି..

ଜିଲ୍ଲା ପ୍ରଶାସନ ପକ୍ଷରୁ ଆହତଙ୍କ ଚିକିତ୍ସା ପାଇଁ ୩୦ ହଜାର ଟଙ୍କା ଲେଖାଏଁ ସହାୟତା ଘୋଷଣା..

ଆମେରିକା ଓ ଇଜିପ୍ଟ ଗସ୍ତ ସାରି ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ..

ଆଜିଠାରୁ ସ୍ବତନ୍ତ୍ର ଦ୍ବିତୀୟ ଓଜେଇଇ, ୨୬, ୨୭ ଏବଂ ୨୯ ତାରିଖରେ ଦୈନିକ ୪ଟି ସିଫ୍ଟରେ ପରୀକ୍ଷା..

ବି.ଟେକ୍, ଏମ୍ବିଏ, ଏମ୍ସିଏ, ଏମ୍.ଏସ୍ସି କମ୍ପ୍ୟୁଟର ସାଇନ୍ସ, ବି.ଫାର୍ମା, ଲାଟେରାଲ ଏଣ୍ଟ୍ରି ଟୁ ବି.ଟେକ୍, ବି.ଏସ୍ସି ଲାଟେରାଲ ଏଣ୍ଟ୍ରି ଟୁ..

ବି.ଟେକ୍ ଆଦି ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା..

 

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories