www.samajalive.in
Saturday, December 6, 2025
14.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଶ୍ରୀଜିଉଙ୍କ ଦର୍ଶନ ଲାଗି ବଡ ଦାଣ୍ଡରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ..

ଆଖି ବୁଜିଲା ଆଉ ଏକ ଦନ୍ତାହାତୀ..

- Advertisement -

ଚିକିତ୍ସାଧୀନ ଅବସ୍ଥାରେ ଅସୁସ୍ଥ ଦନ୍ତାହାତୀର ମୃତ୍ୟୁ..

ମୟୂରଝଲିଆ ହରିପୁର ଜଙ୍ଗଲରେ ୩ ଦିନ ହେବ ଦନ୍ତାହାତୀର ଚିକିତ୍ସା କରାଯାଉଥିଲା..

ରାଜ୍ୟରେ କମିଛି ହାଡ ଭଙ୍ଗା ଜାଡ..

୧୦ ଡିଗ୍ରୀ ତଳେ ୪ ସହରର ରାତି ତାପମାତ୍ରା ରେକର୍ଡ..

ଜଳେଶ୍ୱର : ରାତିରୁ ନିଖୋଜ ଯୁବକଙ୍କ ମୃତଦେହ ଠାବ..

କମର୍ଦ୍ଦା ନହରା ପଞ୍ଚାୟତ କଣ୍ଠାଳିଆ ଗାଁ ବିଲରେ ମୃତଦେହ ଠାବ..

କେହି ଦୁର୍ବୃତ୍ତ ହତ୍ୟା କରିଥିବା ଅଭିଯୋଗ କଲେ ପରିବାର ଲୋକେ..

ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ..

ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫କୁ ବୃଦ୍ଧି..

କେନ୍ଦୁଝର : ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ..

ଚମ୍ପୁଆ ରେଞ୍ଜ ବାଲିବନ୍ଧ ବିଟ୍‌‌ ହରିଡାଯୋଡି ଗାଁରେ ଆତଙ୍କ..

ଓଡିଶା ଆସିବେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ..

ଭାରତ ନ୍ୟାୟ ଯାତ୍ରାରେ ଓଡିଶା ଆସିବେ ରାହୁଲ ଗାନ୍ଧୀ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories