www.samajalive.in
Sunday, December 7, 2025
16.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ: ଦିଲ୍ଲୀ ଏମ୍ସରେ ଭର୍ତ୍ତି, ସ୍ଵାସ୍ଥ୍ୟବସ୍ଥା ସ୍ଥିର ଥିବା ସୂଚନା..

ଭଦ୍ରକ ଚାନ୍ଦବାଲି ଥାନା ସମ୍ମୁଖରେ ଦଳିତ ମହିଳାଙ୍କୁ ପୁଲିସ୍ ଘୋଷାଡି ନେବା ଘଟଣା..

- Advertisement -

ଜଣେ ଏଏସଆଇ, ଜଣେ କନେଷ୍ଟବଳ ଓ ଜଣେ ହୋମଗାର୍ଡଙ୍କୁ ବଦଳି..

ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ : ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା..

ଟି-୨୦ ବିଶ୍ଵକପ୍: ପ୍ରଥମ ସେମିରେ ଆଫଗାନିସ୍ତାନ-ଦକ୍ଷିଣ ଆଫ୍ରିକା ଟକ୍କର..

ପ୍ରଥମେ ବ୍ୟାଟିଂ କରି ୧୧.୫ ଓଭରରେ ୫୬ ରନରେ ଆଫଗାନିସ୍ତାନ ଅଲଆଉଟ୍ ..

ଦ୍ଵିତୀୟ ସେମିରେ ଭାରତ -ଇଂଲଣ୍ଡ ମୁକାବିଲା..

ବାସ୍ ଗୋଟିଏ ସରଳ ଉପାୟ; ତକିଆ ତଳେ ରଖି ଦିଅନ୍ତୁ ; ଧନ ଅଭାବ ଠାରୁ ଦୂର ହେବ ରାହୁଙ୍କ ପ୍ରଭାବ..

ତିନି ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ..

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଗୃହମନ୍ତ୍ରୀ ଅମିତ୍ ଶାହାଙ୍କ ସହ ଅନ୍ୟ ମନ୍ତ୍ରୀଙ୍କୁ ଭେଟିବାର ରହିଛି କାର୍ଯ୍ୟକ୍ରମ..

ଟି-୨୦ ବିଶ୍ୱକପ ଫାଇନାଲରେ ଦକ୍ଷିଣ ଆଫ୍ରିକା..

୮.୫ ଓଭରରେ ୫୭ ରନର ଟାର୍ଗେଟକୁ ସହଜରେ କଲା ହାସଲ..

ଫାଇନାଲରେ ପହଞ୍ଚି ଇତିହାସ ରହିଛି ଦକ୍ଷିଣ ଆଫ୍ରିକା..

ଆଜି ଦ୍ୱିତୀୟ ସେମିରେ ଭାରତ-ଇଂଲଣ୍ଡ ମୁହାଁମୁହିଁ ହେବେ..

ସଂସଦ ଭବନ ଅଭିମୁଖେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ..

ଦେଖନ୍ତୁ ଭିଡିଓ ; ବର୍ଷାରେ ନାଚୁଥିଲେ ଯୁବତୀ, ହଠାତ୍ ମାରିଲା ବିଜୁଳି, ଆଉ ତା’ପରେ..

ସଂସଦ ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ..

ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଥିଲେ ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରୁଛନ୍ତି ରାଷ୍ଟ୍ରପତି..

ଅଭିଭାଷଣରେ ପେପର ଲିକର ନିରପେକ୍ଷ ଯାଞ୍ଚ ହେବ କହିଲେ ରାଷ୍ଟ୍ରପତି..

ପେପର ଲିକ୍‍ ରୋକିବାକୁ ଆମ ସରକାର କଡା ଆକ୍ସନ ଆଣିଛନ୍ତି..

ନିରପେକ୍ଷ ଯାଞ୍ଚ ପାଇଁ ସରକାର ପ୍ରତିଶୃତିବଦ୍ଧ..

ବିଭିନ୍ନ ରାଜ୍ୟରେ ବି ପେପର ଲିକ୍‍ ଖବର ସାମ୍ନାକୁ ଆସିଛି..

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories