ବଣାଇ : ହାଇୱାକୁ ଧକ୍କା ଦେଲା ବସ୍ .. ୨ ମୃତ, ୫ ଗୁରୁତର .. ୨୦ରୁ ଅଧିକ ଆହତ..
ଛିଡ଼ା ହୋଇଥିବା ହାଇୱାକୁ ଧକ୍କା ଦେଲା ବସ୍..
ଆଜି ୧୩ ଜିଲାକୁ ବିଜୁଳି ଘଡ଼ଘଡ଼ି ସତର୍କତା ..
ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା..
ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ..
କେନ୍ଦୁଝର ଜିଲାର କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ କିମି ପର୍ଯ୍ୟନ୍ତ ପବନ ବହିବାର ସମ୍ଭାବନା..
୧୨ ଘଣ୍ଟିଆ ଭଞ୍ଜନଗର ବନ୍ଦ.. ଘୁମୁସର ଜିଲ୍ଲା ମାନ୍ୟତା ଦାବିରେ ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭଞ୍ଜନଗର ବନ୍ଦ..
ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ କଂଗ୍ରେସ ସଦସ୍ୟଙ୍କ ହୋହଲ୍ଲା.. ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି..



