www.samajalive.in
Saturday, December 6, 2025
16.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି , ଗୁନ୍ତ ନୀତି ଥିବାରୁ ୫ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ..

ଆଜି ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ ଗଭୀର ଅବପାତ, ସମ୍ଭାବ୍ୟ ବାତ୍ୟାର ନାଁ ଫେଙ୍ଗାଲ, ୨୯ ତାରିଖରେ ତାମିଲନାଡୁ ଏବଂ ଶ୍ରୀଲଙ୍କା ଉପକୂଳରେ ସ୍ଥଳଭାଗ ଛୁଇଁବା ସମ୍ଭାବନା, ଓଡିଶା ଉପରେ ପଡିବନି କୌଣସି ପ୍ରଭାବ..

- Advertisement -

ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଆସିଲା ବଡ ଖବର: ଇସ୍ରାଏଲ- ହିଜବୁଲ୍ଲା ଯୁଦ୍ଧରେ ଅସ୍ତ୍ରବିରତି ବିରାମ, ଆମେରିକା ସମର୍ଥିତ ଅସ୍ତ୍ରବିରତି ଚୁକ୍ତିକୁ ଇସ୍ରାଏଲ କ୍ୟାବିନେଟର ଅନୁମୋଦନ, ଗୁଡ ନ୍ୟୁଜ୍ କହିଲେ ରାଷ୍ଟ୍ରପତି ଜୋ ବାଇଡେନ୍..

ଚୁକ୍ତି ଭଙ୍ଗ କଲେ ଛାଡିବୁନି ବୋଲି ଇସ୍ରାଏଲର ଚେତାବନୀ..

ବୃହସ୍ପତି ଚଳନ: ୧୨ ବର୍ଷ ପରେ ଶୁଭ ଯୋଗ, ୨୦୨୫ରେ ଏହି ୫ ରାଶି ହେବେ ଭାଗ୍ୟଶାଳୀ, ମାଲାମାଲ୍‌..

ଆସନ୍ତା ୨୯ ତାରିଖ ଅପରାହ୍ନରେ ଓଡିଶାରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ସାଧାରଣ ସଭାକୁ କରିବେ ସମ୍ବୋଧନ, ରାଜଭବନ ପର୍ଯ୍ୟନ୍ତ ରୋଡ୍ ଶୋ କାର୍ଯ୍ୟକ୍ରମ, ଦଳୀୟ କାର୍ଯ୍ୟାଳୟକୁ ଆସି କର୍ମକର୍ତ୍ତାଙ୍କୁ ଦେବେ ଗୁରୁମନ୍ତ୍ର..

ଆଜି ବିଧାନସଭା ଶୀତକାଳୀନ ଅଧିବେଶନର ଦ୍ଵିତୀୟ ଦିନ: ବେଶ୍ ସରଗରମ ରହିପାରେ ଗୃହ, ରହିଛି ବିଭିନ୍ନ ବିଭାଗର ପ୍ରଶ୍ନକାଳ..

ପ୍ରଶ୍ନକାଳରେ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗ ଉଠାଇପାରନ୍ତି ବିରୋଧୀ, ଜବାବ ଦେବାକୁ ପ୍ରସ୍ତୁତ ଶାସକ ଦଳ, ଗତକାଲି ଉପସ୍ଥାପିତ ହୋଇଥିଲା ଅତିରିକ୍ତ ବଜେଟ୍..

ଉତ୍ତର ପ୍ରଦେଶର ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍‌ଓ୍ୱେରେ ଅଘଟଣ: ଟ୍ରକ୍‌କୁ ଧକ୍କା ଦେଲା କାର୍‌, ଚାଲିଗଲା ୫ ଡାକ୍ତରଙ୍କ ଜୀବନ..

ଭିଜିଲାନ୍ସ ଜାଲରେ କେନ୍ଦୁଝର ଜୁନିଅର ଖଣି ଅଧିକାରୀ: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଖଣି ଅଧିକାରୀ ପଦ୍ମନାଭ ହୋତାଙ୍କ ଘରେ ଭିଜିଲାନ୍ସ ,ଭୁବନେଶ୍ଵର, କେନ୍ଦୁଝର, ଯାଜପୁର ସମେତ ୭ଟି ସ୍ଥାନରେ ରେଡ୍..

ଜାଣନ୍ତୁ କେତେ ରହିଛି ସୁନା ଦାମ୍‌; ରାଜଧାନୀରେ ଶସ୍ତା ହେଲା ସୁନା!

Hot this week

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

Related Articles

Popular Categories