www.samajalive.in
Wednesday, December 10, 2025
14.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ପୁରୀ ଶ୍ରୀମନ୍ଦିର ଅବଢାର ମାନ ଯାଞ୍ଚ ହେବ -ଆଇନମନ୍ତ୍ରୀ..

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା
ଭୁବନେଶ୍ବର ଓ କଟକରେ ସକାଳୁ ଲଗାଣ ବର୍ଷା..

- Advertisement -

୧୩ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ
ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି..

ଭଦ୍ରକ, ବାଲେଶ୍ବର, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦୁଝର, ଅନୁଗୁଳ, ନୟାଗଡ, ଢେଙ୍କାନାଳ, ମୟୁରଭଞ୍ଜ, ଗଞ୍ଜାମକୁ ୟେଲୋ ଓ୍ବାର୍ଣ୍ଣିଂ..

ଅକ୍ଟୋବର ମାସରୁ ମିଳିବ ରାସନ କାର୍ଡ ହିତାଧିକାରୀଙ୍କୁ ଗହମ
ଓଡ଼ିଶା ସମେତ ୯ ରାଜ୍ୟର ହିତାଧିକାରୀଙ୍କୁ ଚାଉଳ ସହ ମିଳିବ ଗହମ..

ମାତ୍ର ୧୪ ଦିନ ପରେ ଏହି ରାଶି ହେବେ ଭାଗ୍ୟଶାଳୀ: ବୁଧ ଚଳନ ପରେ ଚମକିବ ଭାଗ୍ୟ, ମିଳିବ ଧନ,ବ୍ୟବସାୟରେ ଉନ୍ନତି..

ଗହମ ଦେବାପାଇଁ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରାଳୟର ଚିଠି
ମୋହନ ମାଝୀ ସରକାରଙ୍କ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ମିଳିତ ସମ୍ମିଳନୀ..

ଜିଲ୍ଲାପାଳଙ୍କ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ
ସରକାରଙ୍କ ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବା ଜିଲ୍ଲାପାଳଙ୍କ ଦାୟିତ୍ୱ..

ସରକାର ଓ ଲୋକଙ୍କ ମଧ୍ୟରେ ମୁଖ୍ୟ ସେତୁ ହେଲେ ଜିଲ୍ଲାପାଳ
ରାଜଧାନୀକୁ ଛାଡିଦେଲେ ଅନ୍ୟ ସବୁଠି ସରକାର କହିଲେ ଜିଲ୍ଲାପାଳ..

ଜିଲ୍ଲାପାଳଙ୍କ ନିକଟରେ ଲୋକଙ୍କ ସମସ୍ୟାର ସମାଧାନ ହୁଏ
ସରକାରୀ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରୀ ଜିଲ୍ଲାପାଳଙ୍କ ହାତରେ ରହିଛି..

ଦେଖନ୍ତୁ ଭିଡିଓ; ଜୀବନକୁ ବାଜି ଲଗାଇ ଚଳନ୍ତା ବାଇକ୍‌ରେ ଯୁବକଙ୍କ ବିପଦପୂର୍ଣ୍ଣ ଷ୍ଟଣ୍ଟ..

ସରକାରୀ ଯୋଜନା କାର୍ଯ୍ୟକାରୀ ହେଲେ ଓଡ଼ିଶାରୁ ଗରିବୀ ହଟିବ..

ଆଜିଠୁ କାଜୁଆଲଟି ସେବା ବନ୍ଦ
ସରକାରଙ୍କ ଏସମା ସତ୍ତେ୍ୱ ୧୦ଦଫା ଦାବିରେ ଅଟଳ ନର୍ସିଂ କର୍ମଚାରୀ ସଂଘ
ଆଜିଠୁ ଓଟି, ଆଇସିୟୁ ଓ କାଜୁଆଲଟି ସେବା ବନ୍ଦ ପାଇଁ ଚେତାବନୀ

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories