www.samajalive.in
Sunday, December 7, 2025
23.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ନୂଆଦିଲ୍ଲୀ : ଭିଡିଓ କନଫରେନ୍ସିଂ ମାଧ୍ୟମରେ ଭାରତରେ ରେଡିଓ ସଂଯୋଗ ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୯୧ ଏଫଏମ ଟ୍ରାନ୍ସମିଟରର ଉଦଘାଟନ କରିଛନ୍ତି..

ଏହା ୧୮ ଟି ରାଜ୍ୟ ଏବଂ ଦୁଇଟି କେନ୍ଦ୍ର ଶାସିତ ଅଞ୍ଚଳର ୮୪ ଟି ଜିଲ୍ଲା ପାଇଁ ଉପକୃତ ହେବ..

- Advertisement -

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ଆଉ ୭ ହଜାର ୫୩୩ ନୂଆ କରୋନା ସଂକ୍ରମିତ ଚିହ୍ନଟ..

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪.୪୯ କୋଟିକୁ ବୃଦ୍ଧି..

ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୩,୮୫୨ରେ ପହଞ୍ଚିଲା..

ଭୁବନେଶ୍ୱର : ରାଜ୍ୟରେ ୫୧୬ କରୋନା ଆକ୍ରାନ୍ତ ଚିହ୍ନଟ.. ଜଣେ ମୃତ..

ମୋଟ ମୃତ୍ୟୁ ସଂଖ୍ୟା ୯,୨୧୦..

ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାର ୫୯୭..

କେନ୍ଦୁଝର ଜିଲ୍ଲା ଘଟଗାଁ ରେଞ୍ଜ ଅନ୍ତର୍ଗତ ସାନ୍ତରାପୁର ମେଣ୍ଢାମୁଣ୍ଡି ସାହିରେ ହାତୀ ଆକ୍ରମଣରେ ଏକ ବର୍ଷର ଶିଶୁକନ୍ୟା ମୃତ

ଆଜି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଉତ୍ସବ..

ମଧୁବାବୁଙ୍କ ଜନ୍ମସ୍ଥାନରେ ଜୟନ୍ତୀ ସମାରୋହ..

ସାରା ରାଜ୍ୟରେ ପାଳନ ହେଉଛି ଓକିଲ ଦିବସ..

ହାୱଡା-ପୁରୀ ‘ବନ୍ଦେ ଭାରତ’ଏକ୍ସପ୍ରେସର ଟ୍ରାଏଲ ରନ୍‌‌ ଆରମ୍ଭ..

ସକାଳ ୬ଟା୧୦ରେ ହାୱଡା ଛାଡିଛି ‘ବନ୍ଦେ ଭାରତ’..

ଖଡଗପୁର, ଭଦ୍ରକ, ବାଲେଶ୍ୱରରେ ୨ ମିନିଟ ଲେଖାଏଁ ରହଣି..

ସମ୍ବଲପୁର ହନୁମାନ ଜୟନ୍ତୀ ହିଂସା ପାଇଁ ବିଜେପିର କମିଟି ଗଠନ..

୪ ଜଣିଆ ଯାଞ୍ଚ କମିଟି ଗଠନ କଲେ ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା..

 

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories