www.samajalive.in
Sunday, December 7, 2025
14.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମନୀଷ ସିସୋଦିଆ.. ଗିରଫଦାରୀକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଛନ୍ତି ସିସୋଦିଆ..

କିଛି ସମୟ ପରେ ସୁପ୍ରିମକୋର୍ଟରେ ହେବ ଶୁଣାଣି..

- Advertisement -

ଭୁବନେଶ୍ୱର : ରାଜଭବନ ସମ୍ମୁଖରେ ବିଜୁ ମହିଳା ଜନତା ଦଳର ଧାରଣା..

ବିଭିନ୍ନ କାରଣକୁ କେନ୍ଦ୍ର କରି ପ୍ରତିବାଦ ଓ ଧାରଣା..

ଭୁବନେଶ୍ୱର : ଗୃହରେ ହଟ୍ଟଗୋଳ ଯୋଗୁଁ ମୁଲତବି ଘୋଷଣା କଲେ ବାଚସ୍ପତି..

ଅପରାହ୍ନ ୪ଟା ଯାଏଁ ବିଧାନସଭା ମୁଲତବି..

କଟକ : କଟକରୁ ପୁଣି ନକଲି ଔଷଧ ଜବତ.. ଜଣେ ଅଟକ..

ଟାଉନ ହଲ୍‌‌ ସ୍ଥିତ ଡିଷ୍ଟ୍ରିବ୍ୟୁଟର ପାଖରୁ ଜବତ.. ଡ୍ରଗ୍ସ କଣ୍ଟ୍ରୋଲ ଓ ପୁରୀଘାଟ ପୁଲିସ ପକ୍ଷରୁ ମିଳିତ ଚଢାଉ..

ସୁରକ୍ଷାକର୍ମୀ-ଆତଙ୍କବାଦୀ ଗୁଳିବିନିମୟ ; ଜଣେ ଆତଙ୍କୀ ନିହତ, ୨ ଯବାନ ଆହତ ..

କାଶ୍ମୀର ଘାଟିର ଅବନ୍ତିପୋରାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories