www.samajalive.in
Sunday, December 7, 2025
14.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଓଡିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ..

ପ୍ରଥମେ ମୟୁରଭଞ୍ଜ ଜିଲ୍ଲା ଏବଂ ପରେ କେନ୍ଦୁଝର, ଭୁବନେଶ୍ବରରେ ଆଦି ସ୍ଥାନରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ..

- Advertisement -

ସୁରକ୍ଷା ବ୍ୟବସ୍ଥା କଡାକଡି..

ଭୁବନେଶ୍ବରରେ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ ଗେଟ୍‌ସ..

ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ଭେଟିବେ ବିଲ ଗେଟସ୍..

ଗୁରୁବାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା..

ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ନଥିବା ପାଣିପାଗ ବିଭାଗର ସୂଚନା..

ଏନଏସି ମାନ୍ୟତା ଦାବିରେ ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ଦ ପାଳନ..

ଭୁବନେଶ୍ବରରେ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ ଗେଟ୍‌ସ: ମାଆ ମଙ୍ଗଳା ବସ୍ତିକୁ ଯାଇ ବିଲ୍ ଗେଟ୍ସ ଫାଉଡେସନ୍..

ସହଯୋଗରେ ଚାଲିଥିବା ସମସ୍ତ ପ୍ରକଳ୍ପର କଲେ ସମୀକ୍ଷା, ବସ୍ତି ବାସୀନ୍ଦାଙ୍କ ସହ କଲେ ଆଲୋଚନା..

ନୂଆପଡା ଝାଙ୍କରଗୁଡା ଗାଁରେ ବଜ୍ରକାପ୍ତା ଡିଲ୍ ବେଳେ ଚଢଉ: ୬ ଗିରଫ..

ସଂଗୀତ ନାଟକ ଏକାଡେମୀ ପୁରସ୍କାର ଘୋଷଣା..

୨୦୨୨-୨୩ ପାଇଁ ୩ଜଣ ଓଡ଼ିଆଙ୍କୁ ମିଳିଛି ପୁରସ୍କାର..

ମାଲିରେ ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ଯାତ୍ରୀବାହୀ ବସ୍: ୩୧ ମୃତ..

ଢେଙ୍କାନାଳ କାମାକ୍ଷାନଗର ଅବକାରୀ କାର୍ଯ୍ୟାଳୟ ପରିସରରେ ଅଗ୍ନିକାଣ୍ଡ; ଜଳିଗଲା ୧୦ ବାଇକ୍..

ହିମାଚଳପ୍ରଦେଶ ବିଧାନସଭା ବଜେଟ ଅଧିବେଶନ..

୧୫ଜଣ ବିଜେପି ବିଧାୟକଙ୍କୁ ନିଲମ୍ବିତ କଲେ ବାଚସ୍ପତି..

ଇଡିରେ ହାଜର ହେଲେ ପ୍ରଫୁଲ୍ଲ ସାମଲ..

ପ୍ରଫୁଲ୍ଲ ଏବଂ ତାଙ୍କ ପୁଅ ହାଜର ହୋଇଥିବା ସୂଚନା..

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories