www.samajalive.in
Monday, December 15, 2025
16.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ବାଲେଶ୍ଵର ଜିଲ୍ଲା ଜଳେଶ୍ଵରରେ ମର୍ମନ୍ତୁଦ ଦୁର୍ଘଟଣା: ୨୦ ଫୁଟ ତଳକୁ ଖସିଲା ତୀର୍ଥଯାତ୍ରୀ ବସ୍‌; ୪ ମୃତ, ୨୩ ଆହତ..

ସୋସିଆଲ ମିଡିଆରେ ବିବାଦୀୟ ପୋଷ୍ଟକୁ ନେଇ ଭଦ୍ରକରେ ତୁମୁଳକାଣ୍ଡ: ସ୍ଥିତି ଅଶାନ୍ତ ଥିବାରୁ ଭଦ୍ରକ ପୁରୁଣା ବଜାର ଅଞ୍ଚଳରେ ୧୬୩ ଧାରା ଜାରି, ୧୦ ପ୍ଲାଟୁନ୍ ପୁଲିସ୍ ଫୋର୍ସ ମୁତୟନ, ୯ ଅଟକ , ସେପଟେ ଧାମନଗରରେ ୧୬୩ ଜାରି..

- Advertisement -

ସୁବର୍ଣ୍ଣପୁରରେ ସରପଞ୍ଚଙ୍କ ଗୁଳିରେ ଯୁବକ ଗୁରୁତର, ମନମୁଣ୍ଡା ଥାନା କଷୁରବନ୍ଧ ସରପଞ୍ଚଙ୍କ ବିରୋଧରେ ଗୁଳିମାଡ କରିଥିବା ଅଭିଯୋଗ..

ଜଣେ ଯୁବକ ଆହତ, ଗୋଡରେ ବାଜିଛି ଗୁଳି, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି, ପୂର୍ବ ଶତ୍ରୁତାରୁ ଗୁଳିମାଡ ହୋଇଥିବା ସୂଚନା..

ଆଉ ମାତ୍ର ୫ ଦିନ ପରେ ଶନି କରିବେ ନକ୍ଷତ୍ର ପରିବର୍ତ୍ତନ, ଏହି ରାଶି ହେବେ ଭାଗ୍ୟଶାଳୀ..

ଆଜିଠୁ ନର୍ସିଂ ସଂଘର ଅହୋରାତ୍ର ଧାରଣା : ୧୦ ଦଫା ଦାବିରେ ଅଟଳ ନର୍ସିଂ କର୍ମଚାରୀ, ରାଜ୍ୟବ୍ୟାପୀ ସରକାରୀ ହସ୍ପିଟାଲ ଗୁଡିକ ଆଗରେ ଧାରଣା ଦେଇ ଦାବି ପୂରଣ ପାଇଁ ଅଡି ବସିଛନ୍ତି, ଆନ୍ଦୋଳନରୁ ଓହରିବାକୁ ଅପିଲ କଲେ ସ୍ଵାସ୍ଥ୍ୟମନ୍ତ୍ରୀ..

ରାଉରକେଲା ଇସ୍ପାତ କାରଖାନାରେ ବିସ୍ଫୋରଣ
ତରଳ ଲୁହା ପଡ଼ି ୫ଜଣ ଗୁରୁତର ସୂଚନା..

୪ସ୍ଥାୟୀ କର୍ମଚାରୀ ଓ ଜଣେ ଅସ୍ଥାୟୀ କର୍ମଚାରୀ ଗୁରୁତର
ଗୁରୁତରଙ୍କୁ ଇସ୍ପାତ ଜେନେରାଲ ମେଡିକାଲରେ ଭର୍ତ୍ତି କରାଯାଇଛି..

ଲୋକସେବା ଭବନରେ ଜିଲ୍ଲାପାଳ ଓ ଏସପି ସମ୍ମିଳନୀର ଦ୍ୱିତୀୟ ଦିନ
ଆଇନଶୃଙ୍ଖଳାକୁ ନେଇ ୫ଜିଲାର ଏସପି ଅନୁପସ୍ଥିତ..

ମହିଳାଙ୍କ ସୁରକ୍ଷାକୁ ପ୍ରାଥମିକତା ଦେବାକୁ କହିଲେ ମୁଖ୍ୟମନ୍ତ୍ରୀ..

ଓଡ଼ିଶାର ପୁଲିସର ମନ୍ତ୍ର ହେଉଛି ସେବା ଓ ସୁରକ୍ଷା..

ରାଜଧାନୀ ନୂଆଦିଲ୍ଲୀରେ ଚାଞ୍ଚଲ୍ୟ, ୪ ଝିଅକୁ ହତ୍ୟା କରି ଆତ୍ମହତ୍ୟା କଲା ବାପା, ଦକ୍ଷିଣ ପଶ୍ଚିମ ଦିଲ୍ଲୀର ରଙ୍ଗପୁରୀ ପାହାଡ଼ି ଅଞ୍ଚଳର ଘଟଣା..

ମୁମ୍ବାଇରେ ଆତଙ୍କବାଦୀ ଆକ୍ରମଣ ନେଇ ଗୁଇନ୍ଦା ସୂଚନା, ସହରରେ ହାଇଆଲର୍ଟ ଜାରି, ଧାର୍ମିକ ସ୍ଥଳରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି..

୧୨ ଘଣ୍ଟିଆ ପାଟଣାଗଡ଼ ବନ୍ଦ; ଜୀବନଯାତ୍ରା ଠପ୍, ବଲାଙ୍ଗିର-ନୂଆପଡ଼ା ଭାୟା ପାଟଣାଗଡ଼ ଦେଇ ନୂଆ ରେଳ ଲାଇନ୍ ପାଇଁ ଦାବି..

କାର୍ଯ୍ୟକୁ ସରଳ ଓ ସହଜ କରିବା ପାଇଁ ସରକାରଙ୍କ ପକ୍ଷରୁ ପୁଲିସଙ୍କୁ ମିଳିବ ବାଇକ
ପ୍ରତି ଥାନା ପିଛା ଗୋଟିଏ କି ଦୁଇଟି ବାଇକ୍‌‌ ଥିବାରୁ କାମ ଶୀଘ୍ର ହେଉନି..

ପ୍ରତି ପୁଲିସଙ୍କୁ ବାଇକ୍‌‌ ଦିଆଗଲେ ସେମାନେ ତୁରନ୍ତ ପହଞ୍ଚିବେ
ପୁଲିସଙ୍କ ନାମରେ ବାଇକ୍‌‌ ଦିଆଯିବ, ଯେଉଁ ଥାନାକୁ ଗଲେ ବି ସାଙ୍ଗରେ ନେବେ..

Hot this week

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

Related Articles

Popular Categories