www.samajalive.in
Sunday, December 7, 2025
14.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ବଲାଙ୍ଗୀର : ବଲାଙ୍ଗୀରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ..

ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପର କରିବେ ଲୋକାର୍ପଣ..

- Advertisement -

୨୭୨୩ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହୋଇଛି ପ୍ରକଳ୍ପ..

ଭୁବନେଶ୍ୱର ପାଣ୍ଡରାସ୍ଥିତ ହାଇଟେକ୍ ହସ୍ପିଟାଲରେ ହୋଇଥିବା ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଛି..

ମୃତକ ହେଉଛନ୍ତି ପୁରୀ ଜିଲ୍ଲା ଡେଲାଙ୍ଗ ଚାଇଁପୁର ଗାଁର ୨୩ବର୍ଷୀୟ ଶ୍ରୀତମ ସାହୁ..

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପ୍ରେସ୍‌ ଉପଦେଷ୍ଟା ଅଭିଷେକ ପ୍ରସାଦଙ୍କ ଘରେ ଇଡି ଚଢାଉ..

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି..

ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ..

ଆଦାନୀ-ହିଣ୍ଡେନ୍‌ବର୍ଗ ମାମଲାରେ ‘ସେବି’ ଚଳାଇଥିବା ତଦନ୍ତରେ ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମ୍‌ କୋର୍ଟ..

ନର୍ସିଂ, ଫାର୍ମାସି ଓ ଆଲାଏଡ ମେଡିକାଲ ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡ ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ..

ଭଦ୍ରକ : ଶିଆଳ କାମୁଡାରେ ୬ ଆହତ..

ଆସାମରେ ବଡ ଧରଣର ସଡକ ଦୁର୍ଘଟଣା.. ବସ୍‌‌ ଟ୍ରକ୍‌‌ ସହ ଧକ୍କା ହୋଇ ୧୪ ଜଣଙ୍କ ମୃତ୍ୟୁ ୨୭ ଗୁରୁତର..

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories