www.samajalive.in
Saturday, December 6, 2025
23.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଭୁବନେଶ୍ୱର : ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି ବିଚାରଧୀନ ,ଗୃହରେ ସ୍ପଷ୍ଟୀକରଣ ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ..

ତାଳଚେର ଖଣି ଉପନିର୍ଦେଶକ ଧରଣୀଧର ନାୟକ ଗିରଫ..

- Advertisement -

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ ବିଭାଗ..

ଗୁଜରାଟ: ପୋରବନ୍ଦର ଉପକୂଳ ଆରବ ସାଗରରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ..

ଜରୁରୀ ଅବତରଣ ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା..

୨କୋଷ୍ଟଗାର୍ଡ ପାଇଲଟଙ୍କ ସମେତ ୩ ନିଖୋଜ, ଜଣେ ଉଦ୍ଧାର ..

ସେପ୍ଟେମ୍ବର ୪ରେ ବୁଧଙ୍କ ଚଳନ; ଜାଣନ୍ତୁ କିଏ ସୌଭାଗ୍ୟଶାଳୀ ରାଶି, ଏମାନଙ୍କ ଉପରେ ହେବ ଧନବର୍ଷା..

ଜେଲ ଏଡିଜି ଅମିତାଭ ଠାକୁରଙ୍କ ନାଁରେ ଫେକ୍‌‌ ଆକାଉଣ୍ଟ..

ଇନଷ୍ଟାଗ୍ରାମରେ ଫେକ୍‌‌ ଆକାଉଣ୍ଟ ଖୋଲାଯାଇଥିବା ଅଭିଯୋଗ..

ସାଇବର ଥାନାରେ ଅଭିଯୋଗ କଲେ ଅମିତାଭ ଠାକୁର..

କୌଣସି ମେସେଜ ଆସିଲେ ଆର୍ଥିକ କାରବାର ନକରିବାକୁ କହିଲେ..

ଦୀର୍ଘ ୯ ମାସ ପରେ ପର୍ଯ୍ୟଟକଙ୍କ ପ୍ରତୀକ୍ଷାର ଅନ୍ତ ଘଟିବ:  ଓଟିଡିସିର ପ୍ରତିଷ୍ଠା ଦିବସରେ ଆଜି ସନ୍ଧ୍ୟାରେ ଶାନ୍ତିସ୍ତୁପ ଧଉଳିରେ ପୁଣି ଚାଲିବ ଆଲୋକ ଓ ଶଦ୍ଦ ଶୋ..

ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ  ପ୍ରଭାତୀ ପରିଡା, ପର୍ଯ୍ୟଟନ ସଚିବ ବଳବନ୍ତ ସିଂ, ପର୍ଯ୍ୟଟନ ନିର୍ଦେଶକ ସମର୍ଥ ବର୍ମା ଓ ସ୍ଥାନୀୟ ବିଧାୟକ ବାବୁ ସିଂ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଶୋର ଶୁଭାରମ୍ଭ କରିବେ..

ଜିଓ ଆଣିଲା ଜବରଦସ୍ତ ଶସ୍ତା ପ୍ଲାନ୍‌ ; ମିଳିବ ଏସବୁ ସୁବିଧା..

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories