www.samajalive.in
Monday, December 8, 2025
13.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଅସହ୍ୟ.. ପଶ୍ଚିମରେ ତାତି..

ଉପକୂଳ ଓ ଆଭ୍ୟନ୍ତରରେ ପ୍ରଚଣ୍ଡ ଗୁଳୁଗୁଳି..

- Advertisement -

ଆଜି ଦିନ ସାଢେ ୧୧ଟା ସୁଦ୍ଧା ସମ୍ବଲପୁର ଓ ଝାରସୁଗୁଡା ସର୍ବାଧିକ..

ସମ୍ବଲପୁର ଓ ଝାରସୁଗୁଡ଼ା ତାପମାତ୍ରା ୩୯.୪ ଡିଗ୍ରୀ ରେକର୍ଡ..

କରଞ୍ଜିଆ ତହସିଲଦାର ଚାର୍ଲସ ନାୟକ ଗିରଫ..

ଲାଞ୍ଚ ନେଇଥିବା ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ..

ଏନଏଚଏଆଇ ପକ୍ଷରୁ ଜମି ଅଧିଗ୍ରହଣ ଚେକ୍‌‌ ଦେବାକୁ ଲାଞ୍ଚ ନେବା ଅଭିଯୋଗ..

ବାଲିଗୁଡା: ନଦୀକୂଳରେ ୨ଟି କଲରାପତରିଆ ଦେଖାଯିବାରୁ ଆତଙ୍କ..

ଗତ ରାତିରେ ବଡଗାଁ ଖଡ୍‌‌ଗ ନଦୀ ପମ୍ପ ହାଉସ ପାଖରେ ବାଘ ଦେଖାଯାଇଥିବା ନେଇ ସୂଚନା..

ଜଗତସିଂହପୁର : ଟ୍ରକ ଧକ୍କାରେ ମାଆ ଝିଅ ମୃତ..

ବାଲିକୁଦା ଥାନା ଚଷାପଡା ଛକ ନିକଟରେ ଦୁର୍ଘଟଣା..

ସ୍କୁଟିରେ ଯାଉଥିବା ବେଳେ ଧକ୍କା ଦେଲା ଟ୍ରକ..

ଭୁବନେଶ୍ୱର : ରାଜଧାନୀରେ ସକାଳୁ ସକାଳୁ ଅସହ୍ୟ ତାତି.. ସାଢେ ୮ଟା ସୁଦ୍ଧା ତାପମାତ୍ରା ୩୩ ଡିଗ୍ରୀ ରେକର୍ଡ଼..

୭୫% ଆଦ୍ରତା ଥିବାରୁ ପ୍ରବଳ ଗୁଳୁଗୁଳି ମଧ୍ୟ ଅନୁଭୂତ..

ଶ୍ରୀନଗର : ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥରେ ଝଜ୍ଜର କୋଟଲୀ ନିକଟରେ ଦୁର୍ଘଟଣା.. ପୋଲ ତଳକୁ ଖସିଲା ବସ୍‌‌.. ୧୦ ମୃତ, ୫୯ ଆହତ

Hot this week

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

Related Articles

Popular Categories