www.samajalive.in
Monday, December 8, 2025
27.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି, ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ..

ବାଲେଶ୍ଵର: ଦୋକାନକୁ ଧକ୍କା ଦେଇ ବରଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ, ୧୨ ଆହତ, ନୀଳଗିରିରୁ ଔପଦା ଯାଉଥିବା ବାଟରେ ପାଣିସାଉଁଳି ନିକଟରେ ଘଟିଛି ଦୁର୍ଘଟଣା..

- Advertisement -

କଟକ: ଦେହରେ ଡିଜେଲ ଢାଳି ନିଜକୁ ଜାଳିଦେଲା ନାବାଳକ, କଟକ ପୁରୀଘାଟ ଥାନା ଅନ୍ତର୍ଗତ ମଠସାହିରୁ ନାବାଳକର ଅର୍ଦ୍ଧଦଗ୍ଧ ମୃତଦେହ ଜବତ, ମୃତକଙ୍କ ଘର ପଶ୍ଚିମବଙ୍ଗରେ..

୨୭ ଫେବୃଆରୀରେ ଶକ୍ତିଶାଳୀ ଲକ୍ଷ୍ମୀ ନାରାୟଣ ରାଜଯୋଗ : ଏହି ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ହେବ ବିବାହ, ହେବେ ମାଲାମାଲ୍‌..

ବିଧାନସଭା ଅପରାହ୍ନ ୪ଟା ଯାଏ ମୁଲତବୀ, ପ୍ରଶ୍ନକାଳ ଆରମ୍ଭରୁ ମହିଳାଙ୍କ ସୁରକ୍ଷା ଦାବିରେ ବିଜେଡି ଓ କଂଗ୍ରେସର ପ୍ରତିବାଦ ଯୋଗୁ ଗୃହକୁ ମୁଲତବୀ ଘୋଷଣା କଲେ ବାଚସ୍ପତି..

ଭୁବନେଶ୍ଵର ଏମ୍ସରେ ସିବିଆଇ ଚଢ଼ାଉ, ନିଯୁକ୍ତିରେ ଅନିୟମିତତା ଅଭିଯୋଗରେ ୯ ଜଣିଆ ଟିମର ଚଢ଼ାଉ ଜାରି..

ଦେଖନ୍ତୁ ଭିଡିଓ; କେମିତି ହଠାତ୍‌ କ୍ଲିନିକ୍‌ରେ ଆକ୍ରମଣ କରି ଯୁବକଙ୍କୁ କ୍ଷତାକ୍ତ କଲା କୁୁକୁର.. 

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

Related Articles

Popular Categories