www.samajalive.in
Saturday, December 6, 2025
26.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଜାପାନରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ..

ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ସହ ଜାପାନରେ ପହଞ୍ଚିଲେ..

- Advertisement -

ମୁଖ୍ୟମନ୍ତ୍ରୀଙ୍କୁ ସେଠାକାର ଭାରତୀୟ ରାଷ୍ଟ୍ରଦୂତ ସିବି ଜର୍ଜ ସ୍ୱାଗତ କଲେ..

ଶିଳ୍ପ ମନ୍ତ୍ରୀ,ମୁଖ୍ୟ ସଚିବ, ଶିଳ୍ପ ସଚିବ, ଆଇଟି ସଚିବ, ବ୍ୟକ୍ତିଗତ ସଚିବ, କ୍ରୀଡା ସଚିବ, ଆଇପିଆଇସିଓଏଲ ଏମଡି ଗସ୍ତରେ ସାମିଲ..

ନକଲି ସାର୍ଟିଫିକେଟ୍‌‌ରେ ଶିକ୍ଷକ ଚାକିରିକୁ ନେଇ ଧରପଗଡ..

ବଲାଙ୍ଗିର ଜିଲା ଶିକ୍ଷା ବିଭାଗରେ ଧରପଗଡ ନେଇ ସୂଚନା..

ଗତ ୩ ବର୍ଷରେ ଚାକିରି କରିଥିବା ଶିକ୍ଷକଙ୍କୁ ନେଇ ଚାଲିଛି ତାଲିକା..

ନକଲି ସାର୍ଟିଫିକେଟ ମାମଲାରେ କ୍ରାଇମବ୍ରାଞ୍ଚର ତନାଘନା..

ଅଭିଯୁକ୍ତ ମନୋଜ ମିଶ୍ର ଓ ଆଲୋକ ଉଦଗାତାଙ୍କ ଘରେ କ୍ରାଇମବ୍ରାଞ୍ଚ..

ନୟାଗଡ : ଭାପୁର ବ୍ଲକ ଉପାଧ୍ୟକ୍ଷଙ୍କ ଘରେ ପୁଣି ଆୟକର ଚଢାଉ..

ଉପାଧ୍ୟକ୍ଷ ବେଣୁଧର ପ୍ରଧାନଙ୍କ ଘରେ ଦ୍ୱିତୀୟ ଦିନରେ ଚଢାଉ..

 

Hot this week

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

Related Articles

Popular Categories