www.samajalive.in
Saturday, December 6, 2025
26.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଅଟୋକୁ ପିଟିଲା ମୋ ବସ୍‌, ୩ ଆହତ..

ଇନ୍ଦ୍ରାବତୀ ଦକ୍ଷିଣ କେନାଲରେ ୨୦ ଫୁଟିଆ ଘାଇ: ଗାଁରେ ପଶିଲା ପାଣି , ଲୋକେ ହନ୍ତସନ୍ତ..

- Advertisement -

ବଢୁଥିବା ତାତିରେ ଲାଗିବ ରୋକ୍: ପଶ୍ଚିମା ଝଡ ପ୍ରଭାବରେ ଉତ୍ତର ଓଡିଶାରେ ବର୍ଷା ସମ୍ଭାବନା ..

ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ କମିଶନରେଟ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି..

ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡିଶାରେ ଜାରି ରହିବ ତାତି..

ସବଡିଭିଜନ୍ ମାନ୍ୟତା ଦାବିରେ ୧୨ଘଣ୍ଟିଆ ଲକ୍ଷ୍ମୀପୁର ବନ୍ଦ..

ଜଳେଶ୍ବରରେ ନିଆଁ ଲିଭାଇବା ବେଳେ ପୋଡି ହୋଇ ଦମ୍ପତ୍ତି ଗୁରୁତର..

ପୁଣି ପାକିସ୍ତାନରେ ଶେହବାଜ୍ ସରକାର: ଅପରାହ୍ନ ୩ଟାରେ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ ସମାରୋହ..

ଶେଷରେ ଇଡି ଜେରାର ସାମ୍ନା କରିବାକୁ ରାଜି ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ : ଲଗାତାର ୮ ଥର ସମନ ପରେ..

ପଶିଲା ଚେତା, ଭର୍ଚୁଆଲରେ ହାଜର ପାଇଁ ଆସନ୍ତା ୧୨ ପରେ ତାରିଖ ଦେବାକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟକୁ ଚିଠି ଲେଖି କଲେ ଅନୁରୋଧ..

କଟକ-ବାରବାଟୀ ନିର୍ବାଚନୀ ଅନିୟମିତତା ମାମଲା: ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ..

 

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories