www.samajalive.in
Monday, December 8, 2025
27.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଆଜି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା, ଅପରାହ୍ନ ସାଢ଼େ ୩ଟାରୁ ଆରମ୍ଭ ହେବ ରଥଟଣା, ଶାନ୍ତିଶୃଙ୍ଖଳା ପାଇଁ ୧୬ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହୋଇଥିବା ସୂଚନା..

ବାଲେଶ୍ଵର ଜିଲା ଶ୍ରୀଜଙ୍ଗ ନିକଟ ଯୋଡ଼ିପୋଲ ପାଖରେ ୨ ବାଇକ ଆରୋହୀଙ୍କୁ ଆକ୍ରମଣ କରି ଲୁଟ୍, ୩୦ ହଜାର ଟଙ୍କା ଏବଂ ବାଇକ ଲୁଟିନେଲେ ଦୁର୍ବୃତ୍ତ..

- Advertisement -

ଲୁଟ ପାଇଁ ବୃଦ୍ଧାଙ୍କୁ ହତ୍ୟା କଲେ ଦୁର୍ବୃତ୍ତ: ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ଟିଗିରିଆ ଗାଁରେ ଘଟିଛି ହତ୍ୟାକାଣ୍ଡ, ଘରୁ ଲୁଟ୍ ବେଳେ ବୃଦ୍ଧା ଉଠିପଡ଼ିବାରୁ ପିଟି ପିଟି ମାରିଦେଲେ ଦୁର୍ବୃତ୍ତ..

ଚୈତ୍ର ନବରାତ୍ରୀ.. ଆଜି ମହାଅଷ୍ଟମୀରେ ଅଦ୍ଭୁତ ସଂଯୋଗ : ଏହି ରାଶିଙ୍କ ଉପରେ ବର୍ଷିବ ମା’ଦୁର୍ଗାଙ୍କ କୃପା, ମିଳିବ ହଠାତ୍‌ ଧନ,ଚମକିବ ଭାଗ୍ୟ..

ଭଦ୍ରକ ଜିଲା ଆରଡ଼ିସ୍ଥିତ ଶିବଗଙ୍ଗା ପୁଷ୍କରିଣୀରେ ବୁଡ଼ି ନାବାଳକର ମୃତ୍ୟୁ, ପୁଷ୍କରିଣୀ ନିକଟରେ ଖେଳୁଥିବା ସମୟରେ ପାଣିରେ ବୁଡ଼ିଯାଇଥିଲା ନାବାଳକ..

୫୦୦ରୁ କମ୍‌.. ଜାଣନ୍ତୁ, ୮୪ ଦିନ ପାଇଁ ଜିଓ,ଏୟାରଟେଲ୍‌, ଭୋଡାଫୋନ୍‌ ଆଇଡିଆର ଶସ୍ତା ରିଚାର୍ଜ ପ୍ଲାନ୍‌..

ଟ୍ରେନରେ ଓଡ଼ିଆ ନାବାଳିକାଙ୍କୁ ଦୁଷ୍କର୍ମ, ପରିବାର ସହ ସିକନ୍ଦରାବାଦ ଯାଉଥିବା ନାବାଳିକାଙ୍କୁ ଟ୍ରେନ ଶୌଚାଳୟରେ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ, ଅଭିଯୁକ୍ତ ବିହାରର ଜଣେ ଯୁବକ ଗିରଫ ହୋଇଥିବା ସୂଚନା..

ଯାଜପୁରର ପାଣିକୋଇଲି ଥାନା ପୁରୁଣା ଟୋଲଗେଟ ନିକଟରେ ଦୁର୍ଘଟଣା, ବାପାମାଆ ମୃତ, ପୁଅ ଆହତ..

ଦେଖନ୍ତୁ ଭିଡିଓ ; ବିଶାଳକାୟ ଅହିରାଜ ସାପର ମୁଣ୍ଡକୁ ଆଉଁସିଲେ, ତା’ପରେ..

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories