www.samajalive.in
Sunday, December 7, 2025
26.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ବ୍ୟବସାୟିକ ପ୍ରତିଷ୍ଠାନ ଡିଏନ ଗ୍ରୁପ ଉପରେ ଆୟକର ଚଢାଉ..

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଧରାପଡିଲେ ମାଲକାନଗିରି ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ସିଂଧରିମାଳ ସର୍କଲର ରାଜସ୍ୱ ନିରୀକ୍ଷକ ସୀମାଞ୍ଚଳ ସାହୁ..

- Advertisement -

ବାଲେଶ୍ୱର : ୨ ବସ୍‌‌ ମୁହାଁମୁହିଁ ଧକ୍କା.. ଚାଳକ ସମେତ ୧୬ ଆହତ..

ତାମୁଳିଆ ଓଭର ବ୍ରିଜ ଉପରେ ଦୁର୍ଘଟଣା.. ଆହତଙ୍କୁ ଜିଲା ଚିକିତ୍ସାଳୟରେ ଭର୍ତ୍ତି..

ବୁର୍ଲା ଭୀମସାରରେ ଦୁଇ ଛାତ୍ର ଗୋଷ୍ଠୀ ଗଣ୍ଡଗୋଳ ଘଟଣା..

ଥାନାରେ ମାମଲା ରୁଜୁ କଲା ପୁଲିସ..

ଭୀମସାର ଡିନ୍‌‌ଙ୍କ ଅଭିଯୋଗ ଆଧାରରେ ମାମଲା ରୁଜୁ..

ଫୁଲବାଣୀ : ବ୍ରାହ୍ମଣୀ ଗାଁ ଥାନା ଅଞ୍ଚଳରେ ବୀଭତ୍ସ ହତ୍ୟା..

ଗାଁ ପୋଖରୀ ନିକଟରୁ ଜଣେ ବ୍ୟକ୍ତିଙ୍କ ଗଳାକଟା ମୃତଦେହ ଉଦ୍ଧାର..

ଭୁବନେଶ୍ୱର : ଚନ୍ଦକା ଥାନା ସୁନ୍ଦରପୁର ଅଞ୍ଚଳରେ ୨ ଛାତ୍ର ନିଖୋଜ..

ଗତକାଲି ସକାଳେ ସ୍କୁଲ ଆସି ଉଭୟ ଘରକୁ ଫେରିନଥିଲେ..

 

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories