www.samajalive.in
Sunday, December 7, 2025
26.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଜଳେଶ୍ଵର: ଅଜଣା ଗାଡି ଧକ୍କାରେ ଯୁବକ ମୃତ, ରାସ୍ତାରେ ପଡିଛି ମୃତଦେହ, ମେରାଇନ୍ ଥାନା ପୁଲିସର ତଦନ୍ତ ଜାରି..

ଜୟପୁର : ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍ , ୩ ମୃତ,  କାରରେ ୬ ଜଣ ନୟାଗଡରୁ ମାଲକାନଗିରି ଯାଉଥିବା ବେଳେ ଅଘଟଣ, ଅନ୍ୟ ୩ ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି..

- Advertisement -

ଚୀନରେ ଭୂମିକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୪.୬ ରେକର୍ଡ, କୌଣସି କ୍ଷୟକ୍ଷତି ହୋଇ ନ ଥିବା ସୂଚନା..

ପୁରୀ ବାସେଳି ସାହିର ମଶାଣିଚଣ୍ଡୀ ସାହିରେ ହତ୍ୟାକାଣ୍ଡ, ପଇଡ଼ ତୋଳା ବିବାଦକୁ କେନ୍ଦ୍ର କରି ଯୁବକଙ୍କୁ ଘରେ ପଶି ହତ୍ୟା..

ଜୁନ୍‌ ମାସରେ ଏହି ରାଶିଙ୍କୁ ଧନୀ କରିବାକୁ ଆସୁଛନ୍ତି ଶୁକ୍ର: ଏମାନେ ହେବେ ମାଲାମାଲ୍‌, ହେବ ବିବାହ..

୩୨ଡିଗ୍ରୀ ଟପିଲା ଭୁବନେଶ୍ୱର ତାପମାତ୍ରା
ସକାଳ ସାଢେ ୮ଟା ସୁଦ୍ଧା ୩୨.୮ଡିଗ୍ରୀ ରେକର୍ଡ
ଆର୍ଦ୍ରତା ହେତୁ ପ୍ରବଳ ଗୁଳୁଗୁଳି ଅନୁଭୂତ..

୪୮ ଘଣ୍ଟାରେ ନିପାତ ହୋଇଛନ୍ତି ୬ ଆତଙ୍କୀ, ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲା ସେନା..

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories