www.samajalive.in
Saturday, December 6, 2025
26.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ରେଭେନ୍ସା ତାତି, ଗୃହରେ ବିଜେଡିର ହଟ୍ଟଗୋଳ, ସାଢେ ୧୨ଟା ଯାଏ ଗୃହକୁ ମୁଲତବି କଲେ ବାଚସ୍ପତି..

ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୨ ମୃତ, କଟକ ତ୍ରିଶୁଳିଆର ଏକ ଆପାର୍ଟମେଣ୍ଟରେ ଚାଲିଥିଲା କାମ..

- Advertisement -

ଜଳିଗଲା ୮ ବଖରା ଘର..

ଆଳି ରାଜକନିକା ଥାନା କାଟଣା ଗାଁରେ ନିଆଁ ଲାଗି ଜଳିଗଲା ୮ ବଖରା ଘର..

ସର୍ଟସର୍କିଟରୁ ନିଆଁ ଲାଗିଥିବା ସୂଚନା ମିଳିଛି, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ..

ସେପ୍ଟେମ୍ବରରେ ୨ଥର ରାଶି ପରିବର୍ତ୍ତନ କରିବେ ବୁଧ; ଏହି ରାଶିଙ୍କ ବଦଳାଇବେ ଭାଗ୍ୟ, ମିଳିବ ଲାଭ ହିଁ ଲାଭ..

ଭିଜିଲାନ୍ସ ଜାଲରେ କେନ୍ଦୁଝର ଜେଲ ଅଧୀକ୍ଷକ ସତ୍ୟପ୍ରକାଶ ସ୍ଵାଇଁ, ବାସଭବନ ସମେତ ୭ଟି ସ୍ଥାନରେ ଚାଲିଛି ଚଢ଼ାଉ..

କେରଳ ଅଭିନେତ୍ରୀଙ୍କ ଚାଞ୍ଚଲ୍ୟକର ଅଭିଯୋଗ: ନିର୍ଦେଶକ ଝିଅ ବୋଲି ଡାକି ଚଳଚ୍ଚିତ୍ରରେ ସୁଯୋଗ ଦେଲେ, ପରେ ବର୍ଷେ ପର୍ଯ୍ୟନ୍ତ ଦୁଷ୍କର୍ମ କଲେ..

ନୂଆପଡ଼ା: ନୂଆପଡ଼ା ତରବୋଡ଼ ନବୋଦୟ ବିଦ୍ୟାଳୟ ହଷ୍ଟେଲରେ ଛାତ୍ରଙ୍କୁ ରାଗିଂ, ୨୨ ଛାତ୍ରଙ୍କୁ ଉପର ଶ୍ରେଣୀ ଛାତ୍ର ମାଡ଼ ମାରିଥିବା ଅଭିଯୋଗ..

ଜାଣନ୍ତୁ; ସୁପରଷ୍ଟାର ବିଜୟଙ୍କ ‘ଗୋଟ୍‌’, ପ୍ରଥମ ଦିନରେ କରିଛି କେତେ ଆୟ..

Hot this week

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

Related Articles

Popular Categories