www.samajalive.in
Sunday, December 7, 2025
23.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଭୁବନେଶ୍ବରରୁ ହାୱଡ଼ା ଯାଉଥିବା ଜନଶତାବ୍ଦୀରେ ଅଗ୍ନିକାଣ୍ଡ ସୂଚନା..

କଟକ ଷ୍ଟେସନରେ ଗୋଟିଏ ବଗି ତଳେ ଲାଗିଥିଲା ନିଆଁ..

- Advertisement -

ଅଗ୍ନିଶମ ବାହିନୀ ଦ୍ବାରା ନିଆଁ ଆୟତ୍ତ..

ଆଜି ଅପରାହ୍ନରେ ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ରେବାନ୍ତ ରେଡ୍ଡୀ..

ଆସାମ ଗୁଆହାଟୀରେ ୩.୫ ତୀବ୍ରତା ବିଶିଷ୍ଟ ଭୂମିକମ୍ପ ଅନୁଭୂତ..

ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଜଗତସିଂହପୁର ବନ୍ଦ ପାଳନ..

ଜିଲ୍ଲା ସ୍ବାସ୍ଥ୍ୟ ସୁରକ୍ଷା ଅଭିଯାନ ପକ୍ଷରୁ ସକାଳ ୫ରୁ ଅପରାହ୍ନ ୪ଟା ଯାଏଁ ବନ୍ଦ ପାଳନ..

ଜିଲ୍ଲା ମାନ୍ୟତା ଦାବିରେ ଟିଟିଲାଗଡ଼ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ..

ଆୟକର ଫାଙ୍କି ଅଭିଯୋଗରେ ଟିଟିଲାଗଡ଼ର ଦୁଇ ମଦ ବ୍ୟବସାୟୀଙ୍କ ଘରେ ଆଜି ଚାଲିଛି ଆଇଟି ରେଡ୍‌..

୯ ଆଲମିରାରେ ୨୦୦ କୋଟି ; ମଦ ବ୍ୟବସାୟୀଙ୍କ ଟଙ୍କା ପାହାଡ ଦେଖି କାବା ଆୟକର ଟିମ୍‌‌

ଲଗାଣ ବର୍ଷା ଯୋଗୁଁ ସୁନ୍ଦରଗଡରେ ଗୁରୁବାର ସମସ୍ତ ବିଦ୍ୟାଳୟ ବନ୍ଦ ରହିବ..

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories