www.samajalive.in
Sunday, December 7, 2025
26.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ପରଲୋକ..

ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ୬୭ ବର୍ଷ ବୟସରେ ପରଲୋକ..

- Advertisement -

୧୯୯୫ରୁ ୨୦୧୯ ପର୍ଯ୍ୟନ୍ତ ସେ ପୁରୀ ବିଧାନସଭା ଆସନରୁ ଲଗାତାର ୫ ଥର ନିର୍ବାଚିତ ହୋଇଥିଲେ..

୨୦୦୪ରୁ ୨୦୦୮ ପର୍ଯ୍ୟନ୍ତ ସେ ରାଜ୍ୟ ବିଧାନସଭାର ବାଚସ୍ପତି ଦାୟିତ୍ବ ତୁଲାଇଥିଲେ..

ବିଜେଡି କାର୍ଯ୍ୟାଳୟରେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପାର୍ଥିବ ଶରୀର..

ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ..ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ନେତୃବୃନ୍ଦ..

ଗାର୍ଡ ଅଫ ଅନର ପ୍ରଦାନ ପରେ ପୁରୀ ଅଭିମୁଖେ ପୂର୍ବତନ ବାଚସ୍ପତିଙ୍କ ମହେଶ୍ୱର ମହାନ୍ତିଙ୍କ ପାର୍ଥିବ ଶରୀର..

ଛତିଶଗଡ, ମିଜୋରାମରେ ମତଦାନ..

ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ..

କଡା ସୁରକ୍ଷାରେ ମାଓପ୍ରବଣ ୨୦ଟି ଆସନରେ ଭୋଟିଂ..

ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି..

ଆପାତତଃ ଅପରାହ୍ନ ଘ.୫.୦୦ ଟିକାରୁ ରାତ୍ର ଘ.୯.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ..

ସ୍ୱଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ‘ପ୍ରଳୟ’ର ବ୍ୟବହାରିକ ପରୀକ୍ଷଣ..

ଅବଦୁଲ କଲାମ ଦ୍ୱୀପରୁ ୯ଟା ୫୦ ମିନିଟରେ ପରୀକ୍ଷଣ..

ରାଜଧାନୀରେ ମହିଳାଙ୍କୁ ବୀଭତ୍ସ ହତ୍ୟା..

ଚନ୍ଦକା ଥାନା ଗୋଠପାଟଣାର ଏକ ଜଳଖିଆ ଦୋକାନରେ ହତ୍ୟା..

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories