www.samajalive.in
Sunday, December 7, 2025
13.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଏଏସ୍‌ଓ ଚୟନ ପ୍ରକ୍ରିୟାରେ ରୋକ ..

ଚୟନ ପ୍ରକ୍ରିୟା ଅଗ୍ରଗତି ଉପରେ ହାଇକୋର୍ଟଙ୍କ ରୋକ..

- Advertisement -

ଜଣିକିଆ ଖଣ୍ଡପୀଠ ରାୟ ଉପରେ ସ୍ଥଗିତାଦେଶ.. ଜବାବ ଦାଖଲ ପାଇଁ ପ୍ରତିପକ୍ଷ ଓପିଏସ୍‌ସିକୁ ନୋଟିସ୍‌..

ଗଞ୍ଜାମ .. ଦୁର୍ଘଟଣାରେ ଆଖି ବୁଜିଲା କଲରାପତରିଆ ବାଘ..

ସୁନ୍ଦରଗଡ଼ ଜିଲା କୋଇଡ଼ାର ଚୁନାଘାଟିରେ ଓଲଟିଲା ଟ୍ରକ୍‌ : ୨ ଗୁରୁତର..

ବହୁ ବାଦ ବିବାଦ ପରେ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ହେବ ଅନୁଷ୍ଠିତ ..

ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ..

ଶିମିଳିପାଳ .. ୨୧ ଶିକାରୀ ଗିରଫ , ୧୬୫ ବନ୍ଧୁକ ଜବତ..

ସୁବର୍ଣ୍ଣପୁର : ହାଇଦ୍ରାବାଦରେ ଓଡ଼ିଆ ଆଇଆଇଟି ଛାତ୍ରୀଙ୍କ ମୃତ୍ୟୁ..

ଆଜି ବିଶ୍ବ ଆଦିବାସୀ ଦିବସ ..

ସଂରକ୍ଷିତ ଅଞ୍ଚଳ ପରିଦର୍ଶନ କରି ଆଦିବାସୀଙ୍କ ସମସ୍ୟା ବୁଝିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶ..

ନୁହରେ ଆଜି ସକାଳ ୯ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ..

ବୌଦ୍ଧ : ବନ୍ୟ ଜୀବଜନ୍ତୁ ଶିକାର ଅଭିଯୋଗରେ ବାପଝିଅ ଗିରଫ..

ଆଠଗଡ଼ରେ ବୋମାମାଡ଼ ..

ପୂର୍ବ ଶତ୍ରୁତାରୁ ବୋମାମାଡ଼: ଆକ୍ରମଣରେ ୩ ଆହତ, ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି..

ବାସୁଦେବପୁର : ନକଲି ମଦ କାରଖାନା ଜବତ..

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories