www.samajalive.in
Monday, December 8, 2025
20.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ପ୍ୟାରିସ ଅଲିମ୍ପିକ୍ସରେ ନୀରଜ ଚୋପ୍ରାଙ୍କୁ ରୌପ୍ୟ ପଦକ..

ଜାଭେଲିନ୍ ଥ୍ରୋ ଇଭେଣ୍ଟରେ ରୌପ୍ୟ ଜିତିଲେ ନୀରଜ..

- Advertisement -

୮୯.୪୫ ମିଟର ଜାଭେଲିନ୍ ଫିଙ୍ଗି ରୌପ୍ୟ ଜିତିଲେ ନୀରଜ..

ପ୍ୟାରିସ ଅଲିମ୍ପିକ୍ସରେ ଦେଶ ପାଇଁ ପ୍ରଥମ ରୌପ୍ୟ ଜିତିଲେ ନୀରଜ..

୨୦୨୦ ଟୋକିଓ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ଜିତିଥିଲେ ନୀରଜ..

ବର୍ଷେ ପରେ ସୂର୍ଯ୍ୟ କରିବେ ମହାଚଳନ: ସୁନା ଭଳି ଚମକାଇବେ ଏହି ରାଶିଙ୍କ ଭାଗ୍ୟ, ମିଳିବ ବଡ ସଫଳତା..

‘ଏକ୍ସ’ରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ..

ବରଗଡ: ବିଳମ୍ବିତ ରାତିରେ ଓଲଟିଲା ଯାତ୍ରୀବାହୀ ବସ, ୧୯ ଆହତ..

ବରପାଲି ଛକ କୁଶନପୁରୀ ନିକଟରେ ଡିଭାଇଡରକୁ ଧକ୍କା ଦେଇ ଓଲପଡିଲା..

ସମସ୍ତ ଆହତ ବରଗଡ ଜିଲା ଚିକିତ୍ସାଳୟରେ ଭର୍ତ୍ତି, ଜଣେ ଗୁରୁତର ବୁର୍ଲା ସ୍ଥାନାନ୍ତର..

କଟକ: ବାଙ୍କୀ ମୁଖ୍ୟ ରାସ୍ତାରେ ବନ୍ୟାଜଳ ପ୍ରବାହିତ..

ବିଲିପଡା-ତାଳବସ୍ତା ମୁଖ୍ୟ ରାସ୍ତାରେ ୨ଫୁଟର ବନ୍ୟାଜଳ..

ଭିଡିଓରେ ଦେଖନ୍ତୁ ; ବୁର୍ଜ ଖଲିଫାର ଶୀର୍ଷରୁ ଭୂପୃଷ୍ଠର ଦୃଶ୍ୟ..

ସମ୍ବଲପୁର: ହୀରାକୁଦ ଡ୍ୟାମର ଖୋଲିଲା ଆଉ ୬ ଗେଟ୍..

ମୋଟ ୧୪ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ..

ସ୍ୱାଧୀନତା ଦିବସ ପୂର୍ବରୁ ଦିଲ୍ଲୀରୁ ଆଇଏଏସ ଆତଙ୍କବାଦୀ ଗିରଫ..

ଇସଲାମିକ୍‌‌ ଷ୍ଟେଟ୍‌‌ ରିଜୱାନ୍‌‌ ଅଲ୍ଲୀକୁ ଗିରଫ କଲା ଦିଲ୍ଲୀ ପୁଲିସ..

୨୦୨୩ରେ ପୁଣେ ପୁଲିସ ହେପାଜତରୁ ଖସି ପଳାଇଥିଲା ରିଜୱାନ୍..

୧୭ ମାସ ପରେ ଆପ୍‌‌ ନେତା ମନୀଷ ସିସୋଦିଆଙ୍କୁ ଜାମିନ ପ୍ରଦାନ..

ଆଜି ଜେଲରୁ ବାହାରିବେ ମନୀଷ..

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories