www.samajalive.in
Saturday, December 13, 2025
26.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ବଙ୍ଗୋପସାଗରରେ ଗଭୀର ଅବପାତ ଯୋଗୁଁଁ ପ୍ରଭାବରେ ଲଗାଣ ବର୍ଷା..

ଲଗାଣ ବର୍ଷାରେ ବେହାଲ ମାଲକାନଗିରି..

- Advertisement -

ଚିତ୍ରକୋଣ୍ଡାରେ ଅନେକ ଗାଁ ବାହ୍ୟ ଜଗତରୁ ବିଛିନ୍ନ..

ପୋଟେରୁ ପୋଲ ଉପରେ ୫ରୁ୬ଫୁଟ୍ ବନ୍ୟା ପାଣି..

ବୁଦ୍ଧାଦିତ୍ୟ ରାଜଯୋଗ ; ଜାଣନ୍ତୁ ସେପ୍ଟେମ୍ବର ୨୮ ପୂର୍ବରୁ ଏହି ରାଶି ହେବେ ଭାଗ୍ୟଶାଳୀ, ହେବ ବିବାହ,ଧନଲାଭ..

କାଲିମେଳାରୁ ମୋଟୁକୁ ମଧ୍ୟ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି..

MV-90 ଏବଂ MV-96 ପୋଲ ଉପରେ ବନ୍ୟାପାଣି ପ୍ରବାହିତ ହେଉଛି..

ସାପ କାମୁଡ଼ାରେ ୩ ଭଉଣୀ ମୃତ, ବାପା ଗୁରୁତର..

ବୌଦ୍ଧ ବ୍ଲକ ଟିକରପଡ଼ା ପଞ୍ଚାୟତର ଚରିଆପାଲି ଗ୍ରାମରେ ଅଘଟଣ..

ଜାମ୍ମୁ-କାଶ୍ମୀରର ନୌସେରା ଅଞ୍ଚଳରେ ୨ ଆତଙ୍କବାଦୀ ନିହତ..

ଅନୁପ୍ରବେଶ ଉଦ୍ୟମ ସମୟରେ ସେନା ସହ ଗୁଳିବିନିମୟରେ ଟଳିଲେ ଦୁଇ ଆତଙ୍କୀ..

ଜିଓ /ଏୟାରଟେଲ୍‌ ; ଜାଣନ୍ତୁ ଏହି ରିଚାର୍ଜ ପ୍ଲାନ୍‌ ବିଷୟରେ,ମାତ୍ର ୩୦ ଟଙ୍କା..

ଭଦ୍ରକ: ଟ୍ରକ-ସ୍କୁଟି ଧକ୍କାରେ ୨ମୃତ..

ଏନ୍‌‌ଏଚ୍‌‌ ୧୬ ବନ୍ତ ଛକ ନିକଟରେ ଦୁର୍ଘଟଣା, ଆଉ ଜଣେ ଆହତ..

ନୟାଗଡ଼: ଫତେଗଡ଼ ଥାନା ଭଗବାନପୁର ଗାଁ ଦାଣ୍ଡରେ ଯୁବକଙ୍କୁ ହାଣିଲେ ଦୁର୍ବୃତ୍ତ..

ପୂର୍ବ ଶତ୍ରୁତାକୁ ନେଇ ଅଖିଳ ସାହୁ ନାମକ ଯୁବକଙ୍କୁ ହାଣିଲେ ଦୁର୍ବୃତ୍ତ..

ଦେଖନ୍ତୁ ଭିଡିଓ; ସାପ ସହ ଷ୍ଟଣ୍ଟ, ପାଟିରେ ଧରିଲେ, ଆଉ ତା’ପରେ..

ଗୁରୁତର ଅବସ୍ଥାରେ ଭୁବନେଶ୍ୱରର ଘରୋଇ ମେଡିକାଲକୁ ସ୍ଥାନାନ୍ତର..

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories