www.samajalive.in
Sunday, December 7, 2025
13.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଆଜି ଉପକୂଳ ଏବଂ ଉତ୍ତର ଓଡ଼ିଶାରେ ପଶ୍ଚିମାଝଡ଼ର ଅଧିକ ପ୍ରଭାବ..

କୁଆପଥର ମାଡ଼ ସହ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ନେଇ କେତେକ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି..

- Advertisement -

ଦୁଃଖଦ ଘଟଣା .. ଦିଲ୍ଲୀର ଶାସ୍ତ୍ରୀ ପାର୍କ ଅଞ୍ଚଳରେ ମଶାଧୂପ ଯୋଗୁଁ ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ..

ଇନ୍ଦୋର : ରାମନବମୀ ପୂଜା ଅଘଟଣ, ମୃତ୍ୟୁ ସଂଖ୍ୟା ୩୫କୁ ବୃଦ୍ଧି ..ମନ୍ଦିର ପରିସରରେ ଥିବା ଏକ ଭୂତଳ କୂଅ ଉପରେ ଥିବା ଚଟାଣ ଭୁଶୁଡ଼ି ପଡ଼ିବାରୁ ଏହି ଅଘଟଣ ଘଟିଥିଲା..

ବିଶ୍ବର ସବୁଠାରୁ ଲୋକପ୍ରିୟ ଟ୍ବେଣ୍ଟି-୨୦ ଟୁର୍ଣ୍ଣାମେଣ୍ଟ ଆଇପିଏଲ୍ କ୍ରିକେଟର ୧୬ଶ ସଂସ୍କରଣ ଆଜିଠାରୁ..

ଅହମଦାବାଦରେ ଗୁଜରାଟ-ଚେନ୍ନଇ ମଧ୍ୟରେ ଉଦଘାଟନୀ ମ୍ୟାଚ..

ଦୟାନଦୀରେ ଭାସିଯାଇ ନିଖୋଜ ନାବାଳକର ମୃତଦେହ ଉଦ୍ଧାର..

ଗତକାଲି ରାଜଧାନୀ ଉପକଣ୍ଠ ଲିଙ୍ଗିପୁର ନିକଟରୁ ଭାସିଯାଇଥିଲେ ନାବାଳକ.. ଅଗ୍ନିଶମ ବାହିନୀ ଦ୍ବାରା ମୃତଦେହ ଉଦ୍ଧାର..

ସମ୍ବଲପୁର : ବରଯାତ୍ରୀ ଗାଡି ଦୁର୍ଘଟଣା.. ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି.. ଆଉ ଜଣଙ୍କର ମୃତଦେହ ଉଦ୍ଧାର କଲା ଅଗ୍ନିଶମ ବାହିନୀ..

ଦେଶରେ ଦିନକରେ ୩୦୯୫ କରୋନା ସଂକ୍ରମିତ ଚିହ୍ନଟ ..୧୩୯୦ ଜଣ ସୁସ୍ଥ..

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories