www.samajalive.in
Saturday, December 6, 2025
23.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

କଂଗ୍ରେସରୁ ନିଲମ୍ବିତ ହେଲେ ମନ୍ମଥ ରାଉତରାୟ..

ବରିଷ୍ଠ କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ..

- Advertisement -

ଆସୁଛନ୍ତି ବାଇଡେନ୍‌‌.. ଜି-୨୦ ଶିଖର ସମ୍ମିଳନୀରେ ଭାଗ ନେବା ପାଇଁ ଆସୁଛନ୍ତି ବାଇଡେନ୍‌‌..

ୱାଶିଂଟନ୍‌‌ରୁ ସ୍ୱତନ୍ତ୍ର ବିମାନରେ ଦିଲ୍ଲୀ ଅଭିମୁଖେ ବାହାରି ସାରିଛନ୍ତି..

ଆଜି ରାଜଧାନୀରେ ପହଞ୍ଚିବାରେ ଲାଗିଛନ୍ତି ବିଶ୍ୱ ନେତୃବୃନ୍ଦ ..ଦିଲ୍ଲୀରେ ହାଇଆଲର୍ଟ..

୧୨ ଘଣ୍ଟିଆ ହିନ୍ଦୋଳ ବନ୍ଦ..

ଭଞ୍ଜନଗର : ପାଣି ସମସ୍ୟା ସମାଧାନ ଦାବିରେ ତାତିଲେ ଲୋକେ..

ରାସ୍ତାରେ ଗରା,ବାଲତି ରଖି ରାସ୍ତା ଅବରୋଧ କଲେ ଗ୍ରାମବାସୀ..

ଜଗନ୍ନାଥପ୍ରସାଦ ଥାନା ଗୋଛାବାଡି ଗାଁ ଲୋକଙ୍କ ରାସ୍ତାରୋକ..

ରାସ୍ତାରୋକ ଯୋଗୁଁ ଭଞ୍ଜନଗର-ଭୁବନେଶ୍ୱର ଯାତାୟାତ ପ୍ରଭାବିତ..

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories